ତଳମୁହାଁ କରୋନା, ରାଜ୍ୟରେ ଚିହ୍ନଟ ହେଲେ  ୫,୯୦୧ ପଜିଟିଭ୍

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟ ତଳମୁହଁ ହୋଇଛି କରୋନା ଗ୍ରାଫ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫,୯୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୭୩୯ ଜଣ ଅଛନ୍ତି। ସେହିପରି ୩,୪୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨,୪୮୨ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୪୩୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ  ୫୪୫, କଟକରୁ ୪୦୨, ବାଲେଶ୍ୱରରୁ ୩୦୦, ଷ୍ଟେଟ୍ ପୁଲ୍‌ରୁ ୨୯୧, ଯାଜପୁରରୁ […]

corona

corona

Tapaswini Nayak
  • Published: Thursday, 27 January 2022
  • Updated: 27 January 2022, 12:13 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟ ତଳମୁହଁ ହୋଇଛି କରୋନା ଗ୍ରାଫ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫,୯୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୭୩୯ ଜଣ ଅଛନ୍ତି। ସେହିପରି ୩,୪୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨,୪୮୨ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୪୩୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ  ୫୪୫, କଟକରୁ ୪୦୨, ବାଲେଶ୍ୱରରୁ ୩୦୦, ଷ୍ଟେଟ୍ ପୁଲ୍‌ରୁ ୨୯୧, ଯାଜପୁରରୁ ୧୯୧, ନୂଆପଡ଼ାରୁ ୧୮୯, ବଲାଙ୍ଗିରରୁ ୧୮୪, ନୟାଗଡ଼ରୁ ୧୮୦, କଳହାଣ୍ଡିରୁ ୧୬୮, ମୟୂରଭଞ୍ଜରୁ ୧୪୯, କେନ୍ଦ୍ରାପଡ଼ାରୁ ୧୪୪ ଓ ସମ୍ବଲପୁର ଜିଲ୍ଲାରୁ ୧୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବାଦ୍‌ ଅନୁଗୋଳ ଜିଲ୍ଲାରୁ ୯୩, ବରଗଡ଼ରୁ ୧୦୨, ଭଦ୍ରକ ୯୬,  ବୌଦ୍ଧ ୭୮, ଦେବଗଡ଼ ୮୯, ଢେଙ୍କାନାଳ ୭୩, ଗଜପତି ୬୯, ଗଞ୍ଜାମ ୯୫, ଜଗତସିଂହପୁର ୮୨, ଝାରସୁଗୁଡ଼ା ୬୩, କନ୍ଧମାଳ ୮୬, କେନ୍ଦୁଝର ୧୨୮, କୋରାପୁଟ ୬୪, ମାଲକାନଗିରି ୫୫, ନବରଙ୍ଗପୁର ୧୧୩, ପୁରୀ ୧୧୭, ରାୟଗଡ଼ା ୧୦୧ ଓ  ସୋନପୁର ୮୬ ଜଣ କୋରାନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୩୧ ହଜାର ୧୬୯ ପହଞ୍ଚିଥିବା ବେଳେ ୧୧ ଲକ୍ଷ ୫୨,୨୩୯ ଜଣ ସୁସ୍ଥ ହୋଇସାରିଲେଣି। ଏବେ ରାଜ୍ୟରେ ୭୦ହଜାର ୩୨୭ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ସେହିପରି ରାଜ୍ୟରେ ଆଉ ୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।  ଅଡିଟ୍ ପ୍ରୋସେସରେ ଆଉ ୮ଜଣ ମୃତ୍ୟୁ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ  କରୋନା ମୃତ୍ୟୁ ସଂଖ୍ୟା ୮ ,୫୫୦କୁ  ବୃଦ୍ଧି ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story