୨୫  ଜିଲ୍ଲାରୁ ଚିହ୍ନଟ ହେଲେ ୫୯୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୨୫  ଜିଲ୍ଲାରୁ ୫୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୯୪ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିବା ବେଳେ ୧୯୭ ହେଉଛି ଲୋକାଲ କେସ୍‌। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୧୮୨  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Covid-19 Report For 17th July New Positive Cases: 591 In Quarantine: 394 Local Contacts: 197 (Details of local […]

corona-1.2

corona-1.2

Niharika Rout
  • Published: Saturday, 18 July 2020
  • Updated: 18 July 2020, 10:52 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୨୫  ଜିଲ୍ଲାରୁ ୫୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୯୪ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିବା ବେଳେ ୧୯୭ ହେଉଛି ଲୋକାଲ କେସ୍‌। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୧୮୨  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୧୨୧, କଟକ ଜିଲ୍ଲାରୁ ୩୮, ଜଗତସିଂହପୁର, ମୟୂରଭଞ୍ଜ, ନବରଙ୍ଗପୁର ଜିଲ୍ଲାରୁ ୨୨ ଲେଖାଏ ,ସମ୍ବଲପୁରରୁ ୨୦, ଯାଜପୁରରୁ ୧୯, ସୁନ୍ଦରଗଡ଼ ଜିଲ୍ଲାରୁ ୧୮  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବ୍ୟତୀତ ବରଗଡ଼ରୁ  ୩୫ ବାଲେଶ୍ୱର ଜିଲ୍ଲାରୁ ୧୩,  ନୟାଗଡ ଜିଲ୍ଲାରୁ ୧୧ , ବଲାଙ୍ଗିର,ଢେଙ୍କାନାଳ ଜିଲ୍ଲାରୁ ୯ ଜଣ ଲେଖାଏ , କେନ୍ଦ୍ରାପଡ଼ା, ମାଲକାନଗିରିରୁ ୮ ଜଣ ଲେଖାଏ, ପୁରୀ, କେନ୍ଦୁଝରରୁ ୬ ଜଣ ଲେଖାଏ, ଝାରସୁଗୁଡ଼ା ଜିଲ୍ଲାରୁ ୫ ଜିଲ୍ଲାରୁ  ଚିହ୍ନଟ ହୋଇଛନ୍ତି।

ବୌଦ୍ଧ ଜିଲ୍ଲାରୁ ୫ , କୋରାପୁଟରୁ ୪ ,ଦେବଗଡ଼,ଭଦ୍ରକ ଜିଲ୍ଲାରୁ ୩ ଲେଖାଏ , ଅନୁଗୁଳ, ରାୟଗଡ଼ା ଜିଲ୍ଲାରୁ  ଜଣେ ଲେଖା କରୋନା  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧ରେ ପହଞ୍ଚିଥିବା ବେଳେ ୧୧,୩୩୦ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ୫୨୫୯ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story