ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତମାସ ୫ତାରିଖରେ ଭୁବନେଶ୍ୱର ଓ କଟକରେ ୫ଜି ସେବା ଉପଲବ୍ଧ ହେବା ପରେ ଆସନ୍ତାମାସ ଶେଷ ସୁଦ୍ଧା ରାଜ୍ୟର ଆଉ ୫ଟି ସହରରେ ଏହି ୫ଜି ସେବା ମିଳିପାରିବ ବୋଲି ଜଣାପଡ଼ିଛି ।
ରିଲାଏନ୍ସ ଜିଓ ଓଡ଼ିଶା ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ହାଇସ୍ପିଡ୍ ଇଂଟରନେଟ୍ ସେବା ଆସନ୍ତାମାସ ଶେଷ ସୁଦ୍ଧା ପୁରୀ, ରାଉରକେଲା, ସମ୍ବଲପୁର, ବ୍ରହ୍ମପୁର ଓ ବାଲେଶ୍ୱର ସହରରେ ଉପଲବ୍ଧ ହେବ । ଏହାପରେ ୫ଜି ସେବା ଓଡ଼ିଶାର ସମସ୍ତ ଅଂଚଳକୁ ସମ୍ପ୍ରସାରିତ କରାଯିବ ବୋଲି କମ୍ପାନୀ ସୂତ୍ରରୁ ସୂଚନା ମିଳିଛି ।
ସୂଚନାଯୋଗ୍ୟ, ଏବେ କଟକ ଓ ଭୁବନେଶ୍ୱର ସହରରେ ୫ଜି ସେବା ଉପଲବ୍ଧ ହେଉଛି । ଗତ ୫ତାରିଖରେ ଓଡ଼ିଶାରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଧର୍ମେନ୍ଦ୍ର ପ୍ରଧାନ ଏହି ସେବାକୁ ଉଦଘାଟନ କରିଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।