ସିଏମଓ ଠିକ୍ ନା ଅଡିଓ ଠିକ୍ ?

  • Published: Tuesday, 27 June 2023
  • , Updated: 27 June 2023, 10:42 AM IST

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଯିବା, ସାଧାରଣ ସଭା କରିବା, ସେଠାରେ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ମିଳିବାକୁ ନେଇ ବିବାଦ ବଢ଼ିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁହଁ ଖୋଲିଛନ୍ତି । ନବୀନଙ୍କ ଏକ ଅଡିଓ ରେକର୍ଡିଂକୁ ଖୋଦ୍ ଫାଇଭ-ଟି ସଚିବ ଶ୍ରୀ ପାଣ୍ଡିଆନ ସୋମବାର ବରଗଡ଼ ଜିଲ୍ଲାରେ ମିଶନ ଶକ୍ତି ମା’ମାନଙ୍କୁ ଭେଟିବାବେଳେ ନିଜ ଫୋନରୁ ବଜାଇ ଶୁଣାଇଛନ୍ତି । 

Related story