ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5Tସଚିବ ଭିକେ ପାଣ୍ଡିଆନଙ୍କ ବାଲେଶ୍ବର ଜିଲ୍ଲା ଜଳେଶ୍ୱର ଗସ୍ତକୁ ଦୃଷ୍ଟିରେ ରଖି କଂଗ୍ରେସ ମୁଖପାତ୍ର ସୁଦର୍ଶନ ଦାସ ସମେତ କଂଗ୍ରେସର ଅନ୍ୟ କିଛି ନେତାମାନଙ୍କୁ ନଜରବନ୍ଦୀ କରି ପୁଲିସ ରଖିଥିବା ଘଟଣା। ତେବ ଏହାକୁ ନେଇ କଣ କହିଛନ୍ତି କଂଗ୍ରେସ ନେତା ସୁଦର୍ଶନ ଦାସ ଶୁଣନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଏଣିକି ମନ୍ତ୍ରୀ ବୁଝିବେ ଜିଲ୍ଲା କଥା: ମୁଖ୍ୟମନ୍ତ୍ରୀ ବାଂଟିଲେ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଦାୟିତ୍ୱ
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।
Politics
ମୁରବୀବିହୀନ ବିଜେଡି: ଶଙ୍ଖଭବନରେ ୨ ମହିଳା ପଦାଧିକାରୀ ଧସ୍ତାଧସ୍ତି,ମାରପିଟ୍
ଆଜିର ଏହି ଘଟଣାରୁ ଦଳ ଭିତରେ ନେତା ଓ ପଦାଧିକାରୀଙ୍କ ଉପରେ ନବୀନ ନିଜର ଲଗାମ ଓ ନିୟନ୍ତ୍ରଣ ହରାଇ ବସିଥିବାର ପ୍ରମାଣ ମିଳିଛି ।
Politics
ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ିଲେ ୨ ବ୍ଲକ୍ ଅଧ୍ୟକ୍ଷ, ବିଜେପିରେ ମିଶିଲେ
ବୁଗୁଡ଼ା ବ୍ଲକ ଉପାଧ୍ୟକ୍ଷ ଏବଂ କୁଲାଡ଼, ବାରୁଡ଼ା, ବଡ଼ କୋଦଣ୍ଡା ଆଦି ପଞ୍ଚାୟତର ସମିତିସଭ୍ୟ ଓ ସଭ୍ୟା ବିଜେପିରେ ସାମିଲ ହୋଇଛନ୍ତି।
Politics
କାହିଁକି ହାରିଲା ବିଜେଡି; ପ୍ରତିଷ୍ଠା ଦିବସରେ କାରଣ କହିଲେ ନବୀନ
ନବୀନ କହିଛନ୍ତି, ଗତ ଛଅ ମାସ ଭିତରେ ବିଜେପି ସରକାରର ଓଡ଼ିଶାବାସୀଙ୍କ ପାଇଁ ସବୁଠାରୁ ବଡ଼ ଉପହାର ହେଉଛି ଦରଦାମ ବୃଦ୍ଧି। ଡାଲି ଚାଉଳ ଠାରୁ ଆରମ୍ଭ କରି ତେଲ ଓ ପନିପରିବା ଆଦି ସବୁ ଦର ଆଜି ଆକାଶ ଛୁଆଁ।