‘ବାଲେଶ୍ୱର ଏସପି ପଚାରିଲେ ପାଣ୍ଡିୟାନଙ୍କ ପାଇଁ ଆନ୍ଦୋଳନ କରିବେ ? ସରକାରୀ କର୍ମଚାରୀଙ୍କ ପାଇଁ ଆନ୍ଦୋଳନ କରିବୁନି, ଆମେ କାହିଁକି କଳା ପତାକା ଦେଖାଇବୁ, ତାଙ୍କୁ ମୁଖ୍ୟମନ୍ତ୍ରୀ ପଠାଉଛନ୍ତି, ଆମେ କାହିଁକି ଆନ୍ଦୋଳନ କରିବୁ' କିଛି ଏମିତି କହିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଏଣିକି ମନ୍ତ୍ରୀ ବୁଝିବେ ଜିଲ୍ଲା କଥା: ମୁଖ୍ୟମନ୍ତ୍ରୀ ବାଂଟିଲେ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଦାୟିତ୍ୱ
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।
Politics
ମୁରବୀବିହୀନ ବିଜେଡି: ଶଙ୍ଖଭବନରେ ୨ ମହିଳା ପଦାଧିକାରୀ ଧସ୍ତାଧସ୍ତି,ମାରପିଟ୍
ଆଜିର ଏହି ଘଟଣାରୁ ଦଳ ଭିତରେ ନେତା ଓ ପଦାଧିକାରୀଙ୍କ ଉପରେ ନବୀନ ନିଜର ଲଗାମ ଓ ନିୟନ୍ତ୍ରଣ ହରାଇ ବସିଥିବାର ପ୍ରମାଣ ମିଳିଛି ।
Politics
ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ିଲେ ୨ ବ୍ଲକ୍ ଅଧ୍ୟକ୍ଷ, ବିଜେପିରେ ମିଶିଲେ
ବୁଗୁଡ଼ା ବ୍ଲକ ଉପାଧ୍ୟକ୍ଷ ଏବଂ କୁଲାଡ଼, ବାରୁଡ଼ା, ବଡ଼ କୋଦଣ୍ଡା ଆଦି ପଞ୍ଚାୟତର ସମିତିସଭ୍ୟ ଓ ସଭ୍ୟା ବିଜେପିରେ ସାମିଲ ହୋଇଛନ୍ତି।
Politics
କାହିଁକି ହାରିଲା ବିଜେଡି; ପ୍ରତିଷ୍ଠା ଦିବସରେ କାରଣ କହିଲେ ନବୀନ
ନବୀନ କହିଛନ୍ତି, ଗତ ଛଅ ମାସ ଭିତରେ ବିଜେପି ସରକାରର ଓଡ଼ିଶାବାସୀଙ୍କ ପାଇଁ ସବୁଠାରୁ ବଡ଼ ଉପହାର ହେଉଛି ଦରଦାମ ବୃଦ୍ଧି। ଡାଲି ଚାଉଳ ଠାରୁ ଆରମ୍ଭ କରି ତେଲ ଓ ପନିପରିବା ଆଦି ସବୁ ଦର ଆଜି ଆକାଶ ଛୁଆଁ।