ବିଏସକେୱାଇ: ଚଳିତବର୍ଷ ୬.୩୧ଲକ୍ଷ ଲୋକଙ୍କୁ ଘରୋଇ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସକେୱାଇ)ରେ ଚଳିତବର୍ଷ ରାଜ୍ୟର ୬.୩୧ ଲକ୍ଷ ଲୋକ(ହିତାଧିକାରୀ) ଘରୋଇ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ସୁବିଧା ପାଇଛନ୍ତି । ଏବାବଦରେ ଘରୋଇ ହସ୍ପିଟାଲଗୁଡ଼ିକୁ ରାଜ୍ୟ ସରକାର ପ୍ରାୟ ୧୩୮୯କୋଟି ଟଙ୍କାର ବିଲ୍ ପୈଠ କରିଛନ୍ତି। ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଓଡ଼ିଶା ହେଲଥ ଆସ୍ୟୁରାନ୍ସ ସୋସାଇଟିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡାକ୍ତର ବୃନ୍ଦା ଡି. ଏ ସମ୍ପର୍କରେ ସୂଚନା ଦେଇ କହିଥିଲେ ଯେ, ଚଳିତବର୍ଷ ଜାନୁୟାରୀ […]

bky

bky

Ordigital Desk
  • Published: Monday, 26 December 2022
  • Updated: 26 December 2022, 10:43 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସକେୱାଇ)ରେ ଚଳିତବର୍ଷ ରାଜ୍ୟର ୬.୩୧ ଲକ୍ଷ ଲୋକ(ହିତାଧିକାରୀ) ଘରୋଇ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ସୁବିଧା ପାଇଛନ୍ତି । ଏବାବଦରେ ଘରୋଇ ହସ୍ପିଟାଲଗୁଡ଼ିକୁ ରାଜ୍ୟ ସରକାର ପ୍ରାୟ ୧୩୮୯କୋଟି ଟଙ୍କାର ବିଲ୍ ପୈଠ କରିଛନ୍ତି।

ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଓଡ଼ିଶା ହେଲଥ ଆସ୍ୟୁରାନ୍ସ ସୋସାଇଟିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡାକ୍ତର ବୃନ୍ଦା ଡି. ଏ ସମ୍ପର୍କରେ ସୂଚନା ଦେଇ କହିଥିଲେ ଯେ, ଚଳିତବର୍ଷ ଜାନୁୟାରୀ ୧ରୁ ଡିସେମ୍ବର ୨୫ତାରିଖ ପର୍ଯ୍ୟନ୍ତ ରାଜ୍ୟର ମୋଟ ୬.୩୧ଲକ୍ଷ ଲୋକ ବିଭିନ୍ନ ଘରୋଇ ହସ୍ପିଟାଲରେ ଉଚ୍ଚମାନର ଦେୟମୁକ୍ତ ଚିକିତ୍ସା ସୁବିଧା ପାଇଛନ୍ତି । ସେମାନଙ୍କର ଚିକିତ୍ସା ବାବଦରେ ରାଜ୍ୟ ସରକାର ୧୩୮୯କୋଟି ଟଙ୍କା ବିଲ୍ ପୈଠ କରିଛନ୍ତି । ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାର ଲୋକଙ୍କୁ ଏହି ଚିକିତ୍ସା ସୁବିଧା ମିଳିଛି । ଚିକିତ୍ସା ପାଇଁ ଆସିଥିବା ଶତପ୍ରତିଶତ ରୋଗୀଙ୍କୁ ୧୦୪ କଲସେଂଟର ମାଧ୍ୟମରେ କାଉନସେଲିଂ ମଧ୍ୟ କରାଯାଇଛି । ସେମାନଙ୍କ ପସନ୍ଦର ଘରୋଇ ହସ୍ପିଟାଲରେ ସେମାନେ ଚିକିତ୍ସିତ ମଧ୍ୟ ହୋଇଛନ୍ତି । ବିଭିନ୍ନ ହସ୍ପିଟାଲରେ ନିୟୋଜିତ ଥିବା ସ୍ୱାସ୍ଥ୍ୟମିତ୍ରମାନେ ମଧ୍ୟ ସେମାନଙ୍କର ଆଡମିଶନ ଓ ଚିକିତ୍ସା ପାଇଁ ନିଜେ ଉପସ୍ଥିତ ରହିବ ଡାକ୍ତରମାନଙ୍କ ସହ ଯୋଗାଯୋଗ ଓ ଆବଶ୍ୟକୀୟ ପ୍ରକ୍ରିୟାଗତ ସହାୟତା କରିଛନ୍ତି । ଏବେସୁଦ୍ଧା ବିଏସକେୱାଇ ଯୋଜନାରେ ମୋଟ ୨୦୫୬ଟି ଚିକିତ୍ସା ଓ ନିଦାନ ପ୍ୟାକେଜ୍ ରହିଛି।

ବିଏସକେୱାଇ ଯୋଜନାରେ ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା ଓ ଏଥିରୁ ସୁବିଧା ନେବା ନିମନ୍ତେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ସ୍ୱାସ୍ଥ୍ୟ ସଚିବ ଶ୍ରୀମତୀ ପଣ୍ଡିତ ନିର୍ଦ୍ଦେଶ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story