ନବରଙ୍ଗପୁର ଜିଲ୍ଲାର ୬ଟି ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍‌

ଉମରକୋଟ (କାର୍ତ୍ତିକ ମଲ୍ଲିକ): ନବରଙ୍ଗପୁର ଜିଲ୍ଲାର ୬ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଗତକାଲି ଜିଲ୍ଲାରେ ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛନ୍ତି। ରାଇଘର ବ୍ଲକରୁ ସର୍ବାଧିକ ୬ ଜଣ ଏବଂ ଝରିଗାଁ ବ୍ଲକରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି କଟକଣା ଲାଗୁ କରାଯାଇଛି। ରାଇଘର ବ୍ଲକରେ ଗଞ୍ଜାପାରା, ଜଲଙ୍ଗପାରା, ତୁରୁପେନା, ଖାଡେଙ୍ଗା ଓ ମୁଣ୍ଡାପାରା […]

nabarangpur000

nabarangpur000

Tapaswini Nayak
  • Published: Tuesday, 30 June 2020
  • Updated: 30 June 2020, 07:42 AM IST

Sports

Latest News

ଉମରକୋଟ (କାର୍ତ୍ତିକ ମଲ୍ଲିକ): ନବରଙ୍ଗପୁର ଜିଲ୍ଲାର ୬ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଗତକାଲି ଜିଲ୍ଲାରେ ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛନ୍ତି। ରାଇଘର ବ୍ଲକରୁ ସର୍ବାଧିକ ୬ ଜଣ ଏବଂ ଝରିଗାଁ ବ୍ଲକରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି କଟକଣା ଲାଗୁ କରାଯାଇଛି।

ରାଇଘର ବ୍ଲକରେ ଗଞ୍ଜାପାରା, ଜଲଙ୍ଗପାରା, ତୁରୁପେନା, ଖାଡେଙ୍ଗା ଓ ମୁଣ୍ଡାପାରା ଗାଁକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ସେହିପରି ଝରିଗାଁ ବ୍ଲକର ପାରିଆ ଗାଁକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏହି ସବୁ ଅଞ୍ଚଳରେ ଆସନ୍ତା ୬ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ କଟକଣା ଜାରି କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story