ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ୬ ଗୋରୁ ମୃତ

ପଟ୍ଟାମୁଣ୍ଡାଇ(ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍‌ ହାଣ୍ଡିସାହିରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୬ଟି ଗାଈଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ୪ଟି ଗାଈ ଗର୍ଭବତୀ ଥିବା ଜଣାପଡ଼ିଛି। ଏହି ଘଟଣାକୁ ନେଇ  ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ ଉତ୍ତ୍ୟକ୍ତ ଲୋକେ ଏକ ଘରୋଇ ସଂସ୍ଥାର ଅଫିସ୍ ଭାଙ୍ଗି ଦେଇଛନ୍ତି। କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକ ଟାୟାର ଜାଳି ରାସ୍ତାରୋକ କରିଛନ୍ତି।

er

Ordigital Desk
  • Published: Wednesday, 15 August 2018
  • , Updated: 15 August 2018, 01:40 PM IST

ପଟ୍ଟାମୁଣ୍ଡାଇ(ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍‌ ହାଣ୍ଡିସାହିରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୬ଟି ଗାଈଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ୪ଟି ଗାଈ ଗର୍ଭବତୀ ଥିବା ଜଣାପଡ଼ିଛି।

ଏହି ଘଟଣାକୁ ନେଇ  ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ ଉତ୍ତ୍ୟକ୍ତ ଲୋକେ ଏକ ଘରୋଇ ସଂସ୍ଥାର ଅଫିସ୍ ଭାଙ୍ଗି ଦେଇଛନ୍ତି। କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକ ଟାୟାର ଜାଳି ରାସ୍ତାରୋକ କରିଛନ୍ତି।

Related story