ବଜ୍ରପାତରେ ଆଖି ବୁଜିଲେ ୬

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୬ ଜଣଙ୍କର ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ୪ ଜଣଙ୍କର ମୃତ୍ୟୁ ଘଟି ଥିବା ବେଳେ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଅଞ୍ଚଳରେ ୨ ଜଣଙ୍କର ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅନ୍ତର୍ଗତ ଇଞ୍ଚୋଳ ଗାଁରେ ଗଣେଶ ଜେନାଙ୍କ ବଜ୍ରପାତରେ ମୃତ୍ୟୁ ଘଟିଥିବା ବେଳେ ବାହାରିପୁର ଗାଁରେ ବହ୍ଲଭ ଜେନାଙ୍କର ମୃତ୍ୟୁ ଘଟିଛି। ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଗଡ଼ବାନ୍ଦୋଗଡ଼ା ସାପୁଆସାହିରେ ପୂର୍ଣ୍ଣଚନ୍ଦ୍ର ମୁଣ୍ଡାଙ୍କର ବଜ୍ରପାତରେ […]

lighting

lighting

Tapaswini Nayak
  • Published: Tuesday, 01 September 2020
  • Updated: 01 September 2020, 02:54 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୬ ଜଣଙ୍କର ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ୪ ଜଣଙ୍କର ମୃତ୍ୟୁ ଘଟି ଥିବା ବେଳେ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଅଞ୍ଚଳରେ ୨ ଜଣଙ୍କର ମୃତ୍ୟୁ ଘଟିଛି।

କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅନ୍ତର୍ଗତ ଇଞ୍ଚୋଳ ଗାଁରେ ଗଣେଶ ଜେନାଙ୍କ ବଜ୍ରପାତରେ ମୃତ୍ୟୁ ଘଟିଥିବା ବେଳେ ବାହାରିପୁର ଗାଁରେ ବହ୍ଲଭ ଜେନାଙ୍କର ମୃତ୍ୟୁ ଘଟିଛି। ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଗଡ଼ବାନ୍ଦୋଗଡ଼ା ସାପୁଆସାହିରେ ପୂର୍ଣ୍ଣଚନ୍ଦ୍ର ମୁଣ୍ଡାଙ୍କର ବଜ୍ରପାତରେ ମୃତ୍ୟୁ ଘଟିଥିବାବେଳେ ଓ ପଣ୍ଡୁଆ ସାହିରେ ବଜ୍ରପାତରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଗଣେଶ, ବହ୍ଲଭ ଓ ପୂର୍ଣ୍ଣଚନ୍ଦ୍ର ସମସ୍ତେ ବିଲରେ କାମ କରୁଥିବା ସମୟରେ ବଜ୍ରପାତରେ ପ୍ରାଣ ହରାଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ ବିଲରୁ ଉଦ୍ଧାର କରାଯାଇ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

ସେହିପରି ଜଳେଶ୍ୱର ଅଞ୍ଚଳ ଲକ୍ଷ୍ମଣନାଥରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଭୋଗରାଇ କାଉବଣିରେ ଜଣେ ବୃଦ୍ଧା ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ଆଜି ସକାଳେ ଆନନ୍ଦପୁର ଓ ଜଳେଶ୍ୱର ଅଞ୍ଚଳରେ ବର୍ଷା ସହ ବଜ୍ରାପାତ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story