ରାଜ୍ୟରେ କରୋନା ନେଲା ଆଉ ୬ ମୁଣ୍ଡ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୬ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି।  କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲାରେ ପ୍ରଥମ କରୋନାଜନିତ ମୃତ୍ୟୁ ହୋଇଛି। ଉଭୟ ଜିଲ୍ଲାରେ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗଞ୍ଜାମରେ ଆଉ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ରାୟଗଡ଼ାରେ ଜଣେ ଲେଖାଏ […]

corona-3.5

corona-3.5

Tapaswini Nayak
  • Published: Wednesday, 08 July 2020
  • Updated: 08 July 2020, 11:24 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୬ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି।  କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲାରେ ପ୍ରଥମ କରୋନାଜନିତ ମୃତ୍ୟୁ ହୋଇଛି। ଉଭୟ ଜିଲ୍ଲାରେ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗଞ୍ଜାମରେ ଆଉ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ରାୟଗଡ଼ାରେ ଜଣେ ଲେଖାଏ ପ୍ରାଣ ହରାଇଛନ୍ତି।  ଖୋର୍ଦ୍ଧା ଜିଲ୍ଲାରେ ଯିଏ ପ୍ରାଣ ହରାଇଛନ୍ତି, ସେ ଭୁବନେଶ୍ୱରର। ଖୋର୍ଦ୍ଧା ଜିଲ୍ଲାରେ ଆଉ ଜଣେ ୫୩ ବର୍ଷୀୟ କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଛି। ତେବେ ସେ ଏଚ୍‌ଆଇଭି-ଏଡ୍‌ସରେ ମରିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ତାଙ୍କର ପୂର୍ବରୁ ଏଚ୍‌ଆଇଭି ପଜିଟିଭ୍ ବାହାରିଥିଲା।

ଆଉ ୩ ଜଣଙ୍କ ଜୀବନ ଯିବା ପରେ ଗଞ୍ଜାମରେ କରୋନା ଜନିତ ମୃତ୍ୟୁ  ସଂଖ୍ୟା ୨୭ରେ ପହଞ୍ଚିଥିବା ବେଳେ ଏହା ରାଜ୍ୟରେ ସର୍ବାଧିକ ରହିଛି। ସେହିପରି ଖୋର୍ଦ୍ଧାରେ ମୃତ୍ୟୁ ସଂଖ୍ୟା ୮ରେ ପହଞ୍ଚିଛି।

ଏହାବ୍ୟତୀତ ୪୮ ମୃତକଙ୍କ ମଧ୍ୟରେ କଟକର ୫ ଜଣ ଥିବା ବେଳେ ଅନୁଗୋଳ, ବରଗଡ଼, ଗଜପତି, ଯାଜପୁର, ପୁରୀ ଓ ସୁନ୍ଦରଗଡ଼ରେ ଜଣେ ଲେଖାଏ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story