ଘଡ଼ଘଡ଼ି ମାରିବ, ବର୍ଷା ହେବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ମାରିବା ସହିତ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ କେନ୍ଦ୍ର ପକ୍ଷରୁ ଅପରାହ୍ଣ ୧ଟା ଯାଏ ୬ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଯାଜପୁର, କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର। ଏଥିସହ ଘଣ୍ଟାକୁ ୪୦ରୁ ୫୦ କିମି […]

lighting

lighting

Jyoshna Pradhan
  • Published: Sunday, 08 March 2020
  • Updated: 08 March 2020, 11:09 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ମାରିବା ସହିତ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ କେନ୍ଦ୍ର ପକ୍ଷରୁ ଅପରାହ୍ଣ ୧ଟା ଯାଏ ୬ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଯାଜପୁର, କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର। ଏଥିସହ ଘଣ୍ଟାକୁ ୪୦ରୁ ୫୦ କିମି ବେଗରେ ମଧ୍ୟ ପବନ ବହିବା ସମ୍ଭାବନା ରହିଛି।

ସୂଚନାଯୋଗ୍ୟ, ଝଡ଼ ତୋଫାନ, ବର୍ଷା ଓ ବଜ୍ରପାତ ସମ୍ଭାବନା ନେଇ ଆଜି ସକାଳ ୮ଟା ୩୦ ଯାଏ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story