ଆଜି କଂଗ୍ରେସର ୬ ଘଣ୍ଟିଆ ହରତାଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶିକ୍ଷୟିତ୍ରୀ ମମିତା ମେହେରଙ୍କ ପରିବାରକୁ ନ୍ୟାୟ ଦାବିରେ ଆଜି କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ହରତାଳ ଡାକରା ଦିଆଯାଇଛି । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଏବଂ ପୀଡ଼ିତାଙ୍କ ପରିବାରକୁ ନ୍ୟାୟ ଦାବିରେ ଅଡ଼ି ବସିଛନ୍ତି ବିରୋଧୀ । ପ୍ରଥମେ ୬ ଘଣ୍ଟିଆ ଓଡ଼ିଶା ବନ୍ଦର ଆହ୍ୱାନ ଦେଇଥିଲା କଂଗ୍ରେସ । ତେବେ ବନ୍ଦ ପାଳନ ବିରୋଧରେ ହାଇକୋର୍ଟରେ ପହଞ୍ଚିଥିବା ଏକ ମାମଲାର ଶୁଣାଣି କରି ବନ୍ଦ ପାଳନ କରାଯାଇପାରିବ ନାହିଁ ବୋଲି ହାଇକୋର୍ଟ […]

strike

strike

Niharika Rout
  • Published: Friday, 12 November 2021
  • Updated: 12 November 2021, 02:07 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶିକ୍ଷୟିତ୍ରୀ ମମିତା ମେହେରଙ୍କ ପରିବାରକୁ ନ୍ୟାୟ ଦାବିରେ ଆଜି କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ହରତାଳ ଡାକରା ଦିଆଯାଇଛି । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଏବଂ ପୀଡ଼ିତାଙ୍କ ପରିବାରକୁ ନ୍ୟାୟ ଦାବିରେ ଅଡ଼ି ବସିଛନ୍ତି ବିରୋଧୀ ।

ପ୍ରଥମେ ୬ ଘଣ୍ଟିଆ ଓଡ଼ିଶା ବନ୍ଦର ଆହ୍ୱାନ ଦେଇଥିଲା କଂଗ୍ରେସ । ତେବେ ବନ୍ଦ ପାଳନ ବିରୋଧରେ ହାଇକୋର୍ଟରେ ପହଞ୍ଚିଥିବା ଏକ ମାମଲାର ଶୁଣାଣି କରି ବନ୍ଦ ପାଳନ କରାଯାଇପାରିବ ନାହିଁ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ । କିନ୍ତୁ ହରତାଲ କରାଯାଇପାରିବ ବୋଲି କହିଥିଲେ ।

[caption id="attachment_691158" align="alignnone" width="650"]strike କଳାହାଣ୍ଡିଠାରେ ରାସ୍ତା ଉପରେ ପୁଲିସ୍‌ ମୁତୟନ ।[/caption]

ତା’ସହ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ, ଜୋରଜବରଦସ୍ତ ଦୋକାନବଜାର ବନ୍ଦ କରାଯାଇପାରିବ ନାହିଁ । କୌଣସି ଗାଡ଼ି ମୋଟରକୁ କେହି ଅଟକାଇପାରିବେ ନାହିଁ । ଏପରିକି ରେଳ ରୋକ, ରାସ୍ତାରୋକ କରି ସାଧାରଣ ଜନଜୀବନକୁ ବ୍ୟାହତ କରିପାରିବେନି ।

ତେବେ ବନ୍ଦ ସଂପର୍କରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ କଂଗ୍ରେସ କହିଛି, ଆମେ ଶାନ୍ତିପୂର୍ଣ୍ଣ ଭାବେ ୬ ଘଣ୍ଟିଆ ଧର୍ମଘଟ ଡାକରା ଦେଇଛୁ । ଜୋର ଜବରଦସ୍ତ ବନ୍ଦ ପାଳନ ନେଇ ଆମେ କେବେ କହିନାହୁଁ । ଏପଟେ ଶାନ୍ତିଶୃଙ୍ଖଳାର ସହ ହରତାଳ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ବିଶୃଙ୍ଖଳା କିମ୍ବା ଆଇନକୁ ହାତକୁ ନେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story