ହାତୀ ଆକ୍ରମଣରେ ୬ ଯବାନ ଆହତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ମୁଣ୍ଡାସାହି ନିକଟରେ ନକ୍ସଲ ବିରୋଧୀ ଟ୍ରେନିଂ ବେଳେ ଅଘଟଣ ଘଟିଛି। ହାତୀ ଆକ୍ରମଣରେ ୮୮ ବିଏସଏଫ୍ ବାଟାଲିୟନର ୬ଜଣ ଯବାନ ଆହତ ହୋଇଛନ୍ତି।  ଆହତ ଯବାନମାନଙ୍କୁ ଭୁବନେଶ୍ୱର ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି। ଗତକାଲି ରାତିରେ ଚନ୍ଦକା ମୁଣ୍ଡାସାହି ନିକଟରେ ଥିବା ଜଙ୍ଗଲରେ ଯବାନମାନଙ୍କର ନକ୍ସଲ ବିରୋଧୀ ଟ୍ରେନିଂ ଚାଲିଥିଲା। ଏହି ସମୟରେ ଏକ ହାତୀ ପଲ ଆସି ସେମାନଙ୍କୁ  ଅତର୍କିତ ଭାବେ ଆକ୍ରମଣ କରିଥିଲେ। ଯବାନମାନେ ହାତୀ ଆକ୍ରମଣରରୁ […]

elephent

elephent

Tapaswini Nayak
  • Published: Saturday, 09 April 2022
  • Updated: 09 April 2022, 01:33 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ମୁଣ୍ଡାସାହି ନିକଟରେ ନକ୍ସଲ ବିରୋଧୀ ଟ୍ରେନିଂ ବେଳେ ଅଘଟଣ ଘଟିଛି। ହାତୀ ଆକ୍ରମଣରେ ୮୮ ବିଏସଏଫ୍ ବାଟାଲିୟନର ୬ଜଣ ଯବାନ ଆହତ ହୋଇଛନ୍ତି।  ଆହତ ଯବାନମାନଙ୍କୁ ଭୁବନେଶ୍ୱର ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି।

ଗତକାଲି ରାତିରେ ଚନ୍ଦକା ମୁଣ୍ଡାସାହି ନିକଟରେ ଥିବା ଜଙ୍ଗଲରେ ଯବାନମାନଙ୍କର ନକ୍ସଲ ବିରୋଧୀ ଟ୍ରେନିଂ ଚାଲିଥିଲା। ଏହି ସମୟରେ ଏକ ହାତୀ ପଲ ଆସି ସେମାନଙ୍କୁ  ଅତର୍କିତ ଭାବେ ଆକ୍ରମଣ କରିଥିଲେ। ଯବାନମାନେ ହାତୀ ଆକ୍ରମଣରରୁ ବଞ୍ଚିବା ପାଇଁ ଫାଙ୍କା ଗୁଳିଚାଳନା କରିଥିଲେ। ପରେ ହାତପଲ ସେଠାରୁ ଛତ୍ରଭଙ୍ଗ ଦେଇଥିଲେ।  ହାତୀ ଆକ୍ରମଣରେ ୬ ଜଣ ଯବାନ ଆହତ ହୋଇଥିଲେ। ଆହତ ଯବାନଙ୍କ  ସ୍ୱାସ୍ଥ୍ୟଅବସ୍ଥା ଭଲ ଥିବା ଜଣାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story