ଗଛରେ ପିଟି ହେଲା କାର୍‌: ୬ ମୃତ, ୩ ଗୁରୁତର

ନୂଆପଡ଼ା (ମାୟାଧର ସରାଫ): ନୂଆପଡ଼ା ଜିଲ୍ଲା ଜୋଙ୍କ ଥାନା ସୁନସୁନିଆ ନିକଟରେ ଏକ କାର ଗଛରେ ପିଟି ହେବାରୁ ୬ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଓ ଜଣେ ମହିଳା ଅଛନ୍ତି। ଆଉ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ମୃତାହତ ଛତିଶଗଡ଼ର ମହାସମୁନ୍ଦ ଅଞ୍ଚଳର ବୋଲି ଜଣାପଡ଼ିଛି। ସେମାନେ ବରଗଡ଼ରୁ ନୂଆପଡ଼ା ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଜୋଙ୍କ ପୁଲିସ ଓ ନୂଆପଡ଼ା ଅଗ୍ନିଶମ ବାହିନୀର ଗୁରୁତର ମାନଙ୍କୁ […]

car

Jitendra Garnayak
  • Published: Tuesday, 01 March 2022
  • , Updated: 01 March 2022, 08:43 PM IST

ନୂଆପଡ଼ା (ମାୟାଧର ସରାଫ): ନୂଆପଡ଼ା ଜିଲ୍ଲା ଜୋଙ୍କ ଥାନା ସୁନସୁନିଆ ନିକଟରେ ଏକ କାର ଗଛରେ ପିଟି ହେବାରୁ ୬ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଓ ଜଣେ ମହିଳା ଅଛନ୍ତି। ଆଉ ୩ ଜଣ ଗୁରୁତର ଆହତ ହୋଇଛନ୍ତି।

[caption id="attachment_717362" align="aligncenter" width="650"] ଦୁର୍ଘଟଣାଗ୍ରସ୍ତ କାର[/caption]

ସମସ୍ତ ମୃତାହତ ଛତିଶଗଡ଼ର ମହାସମୁନ୍ଦ ଅଞ୍ଚଳର ବୋଲି ଜଣାପଡ଼ିଛି। ସେମାନେ ବରଗଡ଼ରୁ ନୂଆପଡ଼ା ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଜୋଙ୍କ ପୁଲିସ ଓ ନୂଆପଡ଼ା ଅଗ୍ନିଶମ ବାହିନୀର ଗୁରୁତର ମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।

ଅଧିକ ଖବରକୁ ଅପେକ୍ଷା କରାଯାଇଛି।

Related story