ହୀରାକୁଦ ଡ୍ୟାମରେ ବଢ଼ୁଛି ଜଳସ୍ତର, ଖୋଲିଲା ଆଉ ୬ ଗେଟ୍

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ହୀରାକୁଦ ଡ୍ୟାମରେ ପୁଣି ଖୋଲିଲା ୬ଟି ଗେଟ୍‌। ଆଜି ସକାଳେ ୪ଟି ଗେଟ୍‌ ଖୋଲିଥିବା ବେଳେ ପରେ ୬ଟି ଗେଟ୍ ଖୋଲିଛି। ଗତକାଲି ଓ ଆଜି ମିଶି ହୀରାକୁଦ ଜଳଭଣ୍ଡାରରେ ୨୦ଟି ଖୋଲି ସାରିଲାଣି। ହୀରାକୁଦ ଜଳଭଣ୍ଡାରର ମୋଟ ୨୦ଟି ଗେଟ୍ ଦେଇ ଏବେ ବନ୍ୟା ଜଳ ନିଷ୍କାସନ ହେଉଛି।  ଦିନ ୧୧ସୁଦ୍ଧା ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ୬୧୫.୮ ଫୁଟ୍ ରହିଥିଲା। ଡ୍ୟାମର ଜଳ ପତ୍ତନ କ୍ରମାଗତ ବୃଦ୍ଧି ପାଉଥିବାରୁ ଆଗକୁ ଆହୁରି ଅଧିକ […]

samblpur

samblpur

Tapaswini Nayak
  • Published: Friday, 12 August 2022
  • Updated: 12 August 2022, 02:07 PM IST

Sports

Latest News

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ହୀରାକୁଦ ଡ୍ୟାମରେ ପୁଣି ଖୋଲିଲା ୬ଟି ଗେଟ୍‌। ଆଜି ସକାଳେ ୪ଟି ଗେଟ୍‌ ଖୋଲିଥିବା ବେଳେ ପରେ ୬ଟି ଗେଟ୍ ଖୋଲିଛି। ଗତକାଲି ଓ ଆଜି ମିଶି ହୀରାକୁଦ ଜଳଭଣ୍ଡାରରେ ୨୦ଟି ଖୋଲି ସାରିଲାଣି। ହୀରାକୁଦ ଜଳଭଣ୍ଡାରର ମୋଟ ୨୦ଟି ଗେଟ୍ ଦେଇ ଏବେ ବନ୍ୟା ଜଳ ନିଷ୍କାସନ ହେଉଛି।  ଦିନ ୧୧ସୁଦ୍ଧା ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ୬୧୫.୮ ଫୁଟ୍ ରହିଥିଲା।

ଡ୍ୟାମର ଜଳ ପତ୍ତନ କ୍ରମାଗତ ବୃଦ୍ଧି ପାଉଥିବାରୁ ଆଗକୁ ଆହୁରି ଅଧିକ ସଂଖ୍ୟକ ଗେଟ୍ ଖୋଲାଯିବାର ସମ୍ଭାବନା ରହିଛି ବୋଲି ହୀରାକୁଦ ଡ୍ୟାମର ମୁଖ୍ୟ ଯନ୍ତ୍ରୀ ମୁଖ୍ୟଯନ୍ତ୍ରୀ ଆନନ୍ଦ ସାହୁ କହିଛନ୍ତି।

ଗତକାଲି ହୀରାକୁଦ ଜଳଭଣ୍ଡାରରେ ୨ଟି ପର୍ଯ୍ୟାୟରେ ୧୦ଟି ଗେଟ୍ ଖୋଲାଯାଇଥିଲା।  ପ୍ରଥମେ ଦିନ ୧୧ଟାରେ ୫ଟି ଏବଂ ଅପରାହ୍ଣ ୩ଟାରେ ଆଉ ୫ଟି ଗେଟ୍ ଖୋଲାଯାଇଥିଲା।  ଛତିଶଗଡ଼ ଓ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦକୁ ଅଧିକ ପାଣି ଆସିଥିଲା। ଫଳରେ ଡ୍ୟାମର ଜଳପତ୍ତନ ବୃଦ୍ଧି ପାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story