କଟକ (ଓଡ଼ିଶା ରିପୋର୍ଟର): କଟକରେ ପ୍ରତିଦିନ ନକଲୀ ଖାଦ୍ୟ ସାମଗ୍ରୀ ବିକ୍ରି ସମସ୍ତଙ୍କୁ ଚିନ୍ତାରେ ପକାଇଛି। କିନ୍ତୁ ଆଜି ଏହି ରୌପ୍ୟ ନଗରୀରେ ବ୍ରାଉନ୍ ସୁଗର ବିକ୍ରି ମାମଲା ସାମ୍ନାକୁ ଆସିଛି। କଟକରେ ପ୍ରାୟ ୨୫୦ ଗ୍ରାମର ବ୍ରାଉନ ସୁଗର୍ ପୁଲିସ୍ ଜବତ କରିଛି, ଯାହାର ଆନୁମାନିକ ମୂଲ୍ୟ ୨୫ଲକ୍ଷ ଟଙ୍କା ହେବ।
ଏହି ମାମଲାରେ ପୁଲିସ୍ ୬ ଜଣଙ୍କୁ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ୩ଜଣ ବେପାରୀ ରହିଥିବା ବେଳେ ୨ଜଣ ମେଡିସିନ୍ ଦୋକାନୀ ଏବଂ ଜଣେ ଯୁବକ ଥିବା ପୁଲିସ୍ ସ୍ପଷ୍ଟ କରିଛି। ତେବେ ସବୁଠାରୁ ଆଶ୍ଚର୍ଯ୍ୟକର କଥା ହେଲା ଏମାନେ ନିଶା ମେଡିସିନ୍ ସହ ଏହି ବ୍ରାଉନ୍ ସୁଗର୍ ବିକ୍ରି କରୁଥିଲେ। ଯେହେତୁ ଏହି ବ୍ରାଉନ୍ ସୁଗର୍ ବିକ୍ରି ଅଭିଯୋଗରେ ଦୁଇଜଣ ମେଡିସିନ୍ ଦୋକାନୀ ସମ୍ପୃକ୍ତ ଅଛନ୍ତି। ତେଣୁ ଏବେ ପୁଲିସର ନଜର ଅନ୍ୟ ମେଡିସିନ୍ ଦୋକାନ ଉପରେ ରହିବା ସ୍ୱାଭାବିକ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।