କଟକ(ଓଡ଼ିଶା ରିପୋର୍ଟର): କଟକ ବଡ଼ ମେଡିକାଲରୁ ପୁଣି ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସ୍ସିବି ଆଇସୋଲେସନ ଓ୍ୱାର୍ଡରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ରାପିଡ୍ ଟେଷ୍ଟ ମାମଧ୍ୟମରେ ଅନ୍ୟ ବିଭାଗରୁ ୩ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଶିଶୁଭବନରୁ ମଧ୍ୟ ଜଣେ ଶିଶୁ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାସହ ସିଏମ୍ସି ଅଞ୍ଚଳରୁ ମଧ୍ୟ ୪ ପଜିଟିଭ ଚିହ୍ନଟ ହୋଇଛନ୍ତି । କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ, କଟକ ଜିଲ୍ଲାରେ ଏ ଯାବତ ୮୭୨ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୭୦ ଜଣ ସୁସ୍ଥ ହୋଇ ସାରିଲେଣି। କରୋନାରେ ଆକ୍ରାନ୍ତ ୨୯୪ଜଣ ଚିକିତ୍ସାଧୀନ ଅଛନ୍ତି। ଏଯାବତ କଟକ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫ରେ ପହଞ୍ଚିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Health
ଭାରତର ୫୭% କର୍ପୋରେଟ କର୍ମଚାରୀଙ୍କ ଶରୀରରେ ଏହି ଭିଟାମିନର ଅଭାବ
ଗବେଷଣାରୁ ଜଣାପଡ଼ିଛି ଯେ ଦେଶର ୫୭% କର୍ପୋରେଟ ଚାକିରିଆ ଗୁରୁତ୍ୱପୂର୍ଣ୍ଣ ଭିଟାମିନ ବି୧୨ର ଅଭାବର ସମ୍ମୁଖୀନ ହେଉଛନ୍ତି।

Health
ଜନ ଔଷଧୀ- ସୁଲଭ ମୂଲ୍ୟରେ ଗୁଣାତ୍ମକ ଔଷଧ
‘ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧି ପ୍ରକଳ୍ପ’ ନଭେମ୍ବର ୨୦୦୮ରେ କେନ୍ଦ୍ରୀୟ ଫାର୍ମା ପବ୍ଲିକ୍ ସେକ୍ଟର ଅଣ୍ଡରଟେକିଂ ସହିତ ମିଳିତ ଭାବରେ ଔଷଧ ବିଭାଗ ଦ୍ୱାରା ଆରମ୍ଭ କରାଯାଇଥିଲା। ଉତ୍ସର୍ଗୀକୃତ ଆଉଟଲେଟ୍ ମାଧ୍ୟମରେ ଜନସାଧାରଣଙ୍କୁ ସୁଲଭ ମୂଲ୍ୟରେ ଗୁଣାତ୍ମକ ଔଷଧ ଯୋଗାଇବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ରହି ଆସିଛି।

Health
୫୦ରୁ ଅଧିକ ଜୀବନ ନେଲାଣି ରହସ୍ୟମୟ ରୋଗ, ଆଲର୍ଟ ଜାରି କଲା WHO
ପ୍ରଥମେ ୩ ଜଣ ପିଲାଙ୍କ କ୍ଷେତ୍ରରେ ଏପରି ରୋଗ ବ୍ୟାପି ଥିଲା। ସେମାନେ ଗୋଟିଏ ବାଦୁଡ଼ି ଖାଇବା ପରେ ରହସ୍ୟମୟ ରୋଗରେ ପଡ଼ିଥିଲେ।

Health
ଘାଇଲା କରୁଥିବା ବିରଳ ସ୍ନାୟୁ ରୋଗ GBS କ’ଣ? କାରଣ ଜଣାପଡ଼ୁନି
ଜିବିଏସ୍ ଗୋଟିଏ ବିରଳ ରୋଗ ହୋଇଥିବା ବେଳେ ଏଯାଏ ଏହା କ’ଣ ପାଇଁ ହେଉଛି, ସେକଥା ଡାକ୍ତରମାନେ ଜାଣିବାକୁ ସକ୍ଷମ ହୋଇନାହାନ୍ତି।

Health
ମାରି ଦେଉଛି ରହସ୍ୟମୟ ରୋଗ
ରହସ୍ୟମୟ ରୋଗରେ ଆକ୍ରାନ୍ତ ହେଉଥିବା ଲୋକଙ୍କୁ ଜ୍ୱର ହେବା ସହ କେବଳ ଝାଳ ବୋହିବାରେ ଲାଗୁଛି। ଏହାପରେ ସେମାନଙ୍କ ସ୍ନାୟୁ କାମ କରିବା ବନ୍ଦ ହେଉଛି।