Advertisment

ଏସ୍‌ସିବିରୁ ଚିହ୍ନଟ ହେଲେ ୬ ପଜିଟିଭ

କଟକ(ଓଡ଼ିଶା ରିପୋର୍ଟର): କଟକ ବଡ଼ ମେଡିକାଲରୁ ପୁଣି ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସ୍‌ସିବି ଆଇସୋଲେସନ ଓ୍ୱାର୍ଡରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ରାପିଡ୍ ଟେଷ୍ଟ ମାମଧ୍ୟମରେ ଅନ୍ୟ ବିଭାଗରୁ ୩ ଜଣ ଚିହ୍ନଟ ହୋଇଛନ୍ତି  । ସେହିପରି ଶିଶୁଭବନରୁ ମଧ୍ୟ ଜଣେ ଶିଶୁ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାସହ ସିଏମ୍‌ସି  ଅଞ୍ଚଳରୁ ମଧ୍ୟ ୪ ପଜିଟିଭ ଚିହ୍ନଟ ହୋଇଛନ୍ତି । କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । […]

ଅଦ୍ୟତନ ହୋଇଛି
କଟକ ବଡ଼ ମେଡିକାଲରୁ ୧୧ କରୋନା ଆକ୍ରାନ୍ତ ଚିହ୍ନଟ

scb-1..

Advertisment

କଟକ(ଓଡ଼ିଶା ରିପୋର୍ଟର): କଟକ ବଡ଼ ମେଡିକାଲରୁ ପୁଣି ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସ୍‌ସିବି ଆଇସୋଲେସନ ଓ୍ୱାର୍ଡରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ରାପିଡ୍ ଟେଷ୍ଟ ମାମଧ୍ୟମରେ ଅନ୍ୟ ବିଭାଗରୁ ୩ ଜଣ ଚିହ୍ନଟ ହୋଇଛନ୍ତି  । ସେହିପରି ଶିଶୁଭବନରୁ ମଧ୍ୟ ଜଣେ ଶିଶୁ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାସହ ସିଏମ୍‌ସି  ଅଞ୍ଚଳରୁ ମଧ୍ୟ ୪ ପଜିଟିଭ ଚିହ୍ନଟ ହୋଇଛନ୍ତି । କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Advertisment

ସୂଚନାଯୋଗ୍ୟ, କଟକ ଜିଲ୍ଲାରେ ଏ ଯାବତ ୮୭୨ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୭୦ ଜଣ ସୁସ୍ଥ ହୋଇ ସାରିଲେଣି। କରୋନାରେ ଆକ୍ରାନ୍ତ ୨୯୪ଜଣ ଚିକିତ୍ସାଧୀନ ଅଛନ୍ତି। ଏଯାବତ କଟକ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫ରେ ପହଞ୍ଚିଛି।

Scb
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe