Advertisment

ଭେଣ୍ଡିଂ ଜୋନ୍‌ରେ ଲାଗିଗଲା ନିଆଁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ସିଆରପି ଛକ ଭେଣ୍ଡିଂ ଜୋନ୍‌ରେ ନିଆଁ ଲାଗି ୬ଟି ଦୋକାନ ପୋଡ଼ି ଯାଇଛି। ଘଟଣାସ୍ଥଳରେ ୨ଟି ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରଛନ୍ତି। ଅଗ୍ନିକାଣ୍ଡର କାରଣ ଜଣାପଡିନଥିଲେ ମଧ୍ୟ ସର୍ଟ ସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଆଜି ମଧ୍ୟାହ୍ନରେ ଏହି ଅଗ୍ନିକାଣ୍ଡ ଘଟିଛି।

ଅଦ୍ୟତନ ହୋଇଛି
ଭେଣ୍ଡିଂ ଜୋନ୍‌ରେ ଲାଗିଗଲା ନିଆଁ

bbsr1

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ସିଆରପି ଛକ ଭେଣ୍ଡିଂ ଜୋନ୍‌ରେ ନିଆଁ ଲାଗି ୬ଟି ଦୋକାନ ପୋଡ଼ି ଯାଇଛି। ଘଟଣାସ୍ଥଳରେ ୨ଟି ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରଛନ୍ତି।

Advertisment

ଅଗ୍ନିକାଣ୍ଡର କାରଣ ଜଣାପଡିନଥିଲେ ମଧ୍ୟ ସର୍ଟ ସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଆଜି ମଧ୍ୟାହ୍ନରେ ଏହି ଅଗ୍ନିକାଣ୍ଡ ଘଟିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe