ଚୋରାଚାଲାଣ ହେଉଥିଲା, ଧରା ପଡ଼ିଗଲା

ବାଲିଗୁଡ଼ା(ଓଡ଼ିଶା ରିପୋର୍ଟର): ଚୋରା ଚାଲାଣ ବେଳେ ଧରା ପଡ଼ିଲା ବିପୁଳ ପରିମାଣର ଗଞ୍ଜେଇ। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୁଲିସ୍‌ ମହାସିଙ୍ଗ ଅଞ୍ଚଳରୁ ୫  ଗଞ୍ଜେଇ  ବେପାରୀଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୬୦ କେଜିରୁ ଅଧିକ ଗଞ୍ଜେଇ  ଜବତ କରିଛି। ଗିରଫ ଗଞ୍ଜେଇ  ବେପାରୀଙ୍କ ମଧ୍ୟରୁ  ଜଣେ ମଧ୍ୟପ୍ରଦେଶ ଅଞ୍ଚଳର ହୋଇଥିବା ଅନ୍ୟ ୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି । ଗଞ୍ଜେଇ ଚୋରାଚାଲାଣ ବଢୁଥିବାରୁ ପୁଲିସ୍‌ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କଡ଼ାକଡ଼ି କରିଛି  […]

ganja-2

ganja-2

Niharika Rout
  • Published: Monday, 28 September 2020
  • Updated: 28 September 2020, 09:22 AM IST

ବାଲିଗୁଡ଼ା(ଓଡ଼ିଶା ରିପୋର୍ଟର): ଚୋରା ଚାଲାଣ ବେଳେ ଧରା ପଡ଼ିଲା ବିପୁଳ ପରିମାଣର ଗଞ୍ଜେଇ। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୁଲିସ୍‌ ମହାସିଙ୍ଗ ଅଞ୍ଚଳରୁ ୫  ଗଞ୍ଜେଇ  ବେପାରୀଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୬୦ କେଜିରୁ ଅଧିକ ଗଞ୍ଜେଇ  ଜବତ କରିଛି।

ଗିରଫ ଗଞ୍ଜେଇ  ବେପାରୀଙ୍କ ମଧ୍ୟରୁ  ଜଣେ ମଧ୍ୟପ୍ରଦେଶ ଅଞ୍ଚଳର ହୋଇଥିବା ଅନ୍ୟ ୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି । ଗଞ୍ଜେଇ ଚୋରାଚାଲାଣ ବଢୁଥିବାରୁ ପୁଲିସ୍‌ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କଡ଼ାକଡ଼ି କରିଛି  । ତେବେ ଏହି ଗଞ୍ଜେଇ କୁଆଡ଼େ ଚାଲାଣ ହେଉଥିଲା ଓ ଏହି ରାକେଟର ଚେର କୁଆଡ଼େ ଲମ୍ବିଛି ତାହାର ଖୋଳତାଡ଼ କରୁଛି ପୋଲିସ  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos