୬୦ ନମ୍ବର ‘କରୋନା’ ଆକ୍ରାନ୍ତ ବୁଲି ଥିଲେ ପଳାଶୁଣି, ରସୁଲଗଡ଼, କେସୁରା ହାଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଝାରପଡ଼ାର ୬୦ ନମ୍ବର ‘କରୋନା’ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଆକ୍ରାନ୍ତ ଜଣକ ୨୨ ମାର୍ଚ୍ଚରୁ ୧୩ ତାରିଖ ପର୍ଯ୍ୟନ୍ତ ଝାରପଡ଼ା ନୀଳାଦ୍ରିନଗର ସ୍ଥିତ ଘରେ ରହିଥିଲେ। ପରିବା ଓ ଗ୍ରୋସରୀ ପାଇଁ ସେ ପଳାଶୁଣି, ରସୁଲଗଡ଼ ଓ କେସୁରା ହାଟ ଯାଇଥିଲେ। ଆଜି ସାମ୍ପଲ ପଜିଟିଭ ଆସିବା ପରେ ତାଙ୍କୁ କିମ୍ସ କୋଭିଡ ହସ୍ପିଟାଲ ସ୍ଥାନାନ୍ତରିତ କରାଯାଇଛି। ଆଜି ସୁଦ୍ଧା ରାଜ୍ୟରେ ‘କରୋନା’ରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୦ ଜଣ […]

coronacuttack

coronacuttack

Manoranjan Sial
  • Published: Tuesday, 14 April 2020
  • Updated: 14 April 2020, 06:09 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଝାରପଡ଼ାର ୬୦ ନମ୍ବର ‘କରୋନା’ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଆକ୍ରାନ୍ତ ଜଣକ ୨୨ ମାର୍ଚ୍ଚରୁ ୧୩ ତାରିଖ ପର୍ଯ୍ୟନ୍ତ ଝାରପଡ଼ା ନୀଳାଦ୍ରିନଗର ସ୍ଥିତ ଘରେ ରହିଥିଲେ। ପରିବା ଓ ଗ୍ରୋସରୀ ପାଇଁ ସେ ପଳାଶୁଣି, ରସୁଲଗଡ଼ ଓ କେସୁରା ହାଟ ଯାଇଥିଲେ। ଆଜି ସାମ୍ପଲ ପଜିଟିଭ ଆସିବା ପରେ ତାଙ୍କୁ କିମ୍ସ କୋଭିଡ ହସ୍ପିଟାଲ ସ୍ଥାନାନ୍ତରିତ କରାଯାଇଛି।

ଆଜି ସୁଦ୍ଧା ରାଜ୍ୟରେ ‘କରୋନା’ରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୦ ଜଣ ଆକ୍ରାନ୍ତ ହୋଇଛନ୍ତି। ତେବେ ୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ୪୧ ଜଣ ବିଭିନ୍ନ କୋଭିଡ୍‌ ମେଡିକାଲ୍‌ରେ ଚିକିତ୍ସିତ ହେଉଛନ୍ତି। ତେବେ ପ୍ରତିଦିନ ‘କରୋନା’ ସଂଖ୍ୟା ବୃଦ୍ଧି ପାଉଥିବା ଦେଖି କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରିଛନ୍ତି। ସାମାଜିକ ଦୂରତା ବଜାୟ ରଖିବାକୁ ବାରମ୍ୱାର ଅନୁରୋଧ କରାଯାଉଛି। ଏହା ସତ୍ତ୍ୱେ ‘କରୋନା’ କାୟା ବିସ୍ତାର କରିବାରେ ଲାଗିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story