ରାଜ୍ୟରେ ୬୦୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୪୪ ମୃତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଉ ୪୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୪୪୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୬୫୧ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୧୭ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୬୪୭, ଯାଜପୁରରୁ ୪୩୪ ଓ ବାଲେଶ୍ୱରରୁ ୩୯୨ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ ୩ ଦିନ […]

Corona

Corona

Jitendra Garnayak
  • Published: Thursday, 10 June 2021
  • Updated: 10 June 2021, 09:05 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଉ ୪୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୪୪୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୬୫୧ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୧୭ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୬୪୭, ଯାଜପୁରରୁ ୪୩୪ ଓ ବାଲେଶ୍ୱରରୁ ୩୯୨ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ ୩ ଦିନ ପରେ ପୁଣି ଦୈନିକ ସଂକ୍ରମଣ ୧ ହଜାର ଅତିକ୍ରମ କରିଛି।

ଅନୁଗୋଳ ଜିଲ୍ଲାରୁ ୨୯୫ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୦୭, ଭଦ୍ରକରୁ ୨୪୬, ବଲାଙ୍ଗିରରୁ ୭୭, ବୌଦ୍ଧରୁ ୧୩୦, ଦେବଗଡ଼ରୁ ୨୮, ଢେଙ୍କାନାଳରୁ ୭୩, ଗଜପତିରୁ ୪୮, ଗଞ୍ଜାମରୁ ୪୫, ଜଗତସିଂହପୁରରୁ ୨୨୬, ଝାରସୁଗୁଡ଼ାରୁ ୪୨, କଳାହାଣ୍ଡିରୁ ୭୭, କନ୍ଧମାଳରୁ ୧୧୨, କେନ୍ଦ୍ରାପଡ଼ାରୁ ୨୫୩, କେନ୍ଦୁଝରରୁ ୧୨୩, କୋରାପୁଟରୁ ୧୨୬, ମାଲକାନଗିରିରୁ ୮୪, ମୟୂରଭଞ୍ଜରୁ ୨୯୭, ନବରଙ୍ଗପୁରରୁ ୧୪୬, ନୟାଗଡ଼ରୁ ୧୨୦, ନୂଆପଡ଼ାରୁ ୧୭, ପୁରୀରୁ ୨୯୧, ରାୟଗଡ଼ାରୁ ୧୨୦, ସମ୍ବଲପୁରରୁ ୧୦୧, ସୋନପୁରରୁ ୬୪ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୦୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ୧୫୧ ଜଣ ଷ୍ଟେଟ୍‌ ପୁଲ୍‌ରୁ ଚିହ୍ନଟ ହୋଇଛନ୍ତି।

ସେହିପରି ୪୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଅଛନ୍ତି। ଅନୁଗୋଳ, ବରଗଡ଼, କଟକ, ଝାରସୁଗୁଡ଼ା ଜିଲ୍ଲାରୁ ୪ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ କଳାହାଣ୍ଡି, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁଙ୍କ ଜୀବନ ଯାଇଛି। ବଲାଙ୍ଗିର, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଦେବଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଅନୁଗୋଳ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୪୪କୁ ବୃଦ୍ଧି ପାଇଥିବା ବେଳେ ବରଗଡ଼ରେ ୬୩, ବଲାଙ୍ଗିରରେ ୭୧, ବୌଦ୍ଧରେ ୬୫, କଟକରେ ୧୯୭, ଦେବଗଡ଼ରେ ୨୮, ଢେଙ୍କାନାଳରେ ୪୫, ଯାଜପୁରରେ ୩୫, ଝାରସୁଗୁଡ଼ାରେ ୮୩, କଳାହାଣ୍ଡିରେ ୧୪୩, କେନ୍ଦ୍ରାପଡ଼ାରେ ୫୭, ଖୋର୍ଦ୍ଧାରେ ୫୧୭, ମୟୂରଭଞ୍ଜରେ ୧୦୭, ପୁରୀରେ ୧୬୫, ରାୟଗଡ଼ାରେ ୧୨୪, ସମ୍ବଲପୁରରେ ୯୭ ଓ ସୁନ୍ଦରଗଡ଼ରେ ୨୯୯କୁ ବୃଦ୍ଧି ପାଇଛି।

୬୦୯୭ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୩୭ ହଜାର ୨୨୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୬୪ ହଜାର ୬୭୩ ଜଣ ସୁସ୍ଥ ହୋଇସାରିଛନ୍ତି। ୬୯ ହଜାର ୩୩୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ଆଉ ୪୪ ଜଣଙ୍କ ଜୀବନ ଯିବା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୬୭କୁ ବୃଦ୍ଧି ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story