୬୪୪ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୭୨ଜଣ ଛୁଆ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୨ ଜଣ ୧୮ ବର୍ଷରୁ କମ୍ ବର୍ଗର। ୬୪୪ଆକ୍ରାନ୍ତଙ୍କ ମଧ୍ୟରୁ ୩୭୫ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୬୯ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୪, ଭଦ୍ରକରୁ ୭, ବଲାଙ୍ଗିରରୁ ୫, କଟକରୁ ୭୭, […]

corona

corona

Tapaswini Nayak
  • Published: Thursday, 23 September 2021
  • Updated: 23 September 2021, 10:52 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୨ ଜଣ ୧୮ ବର୍ଷରୁ କମ୍ ବର୍ଗର।

୬୪୪ଆକ୍ରାନ୍ତଙ୍କ ମଧ୍ୟରୁ ୩୭୫ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୬୯ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୪, ଭଦ୍ରକରୁ ୭, ବଲାଙ୍ଗିରରୁ ୫, କଟକରୁ ୭୭, ଦେବଗଡ଼ରୁ ୪, ଢେଙ୍କାନାଳରୁ ୬, ଗଜପତିରୁ ଜଣେ, ଗଞ୍ଜାମରୁ ୬, ଜଗତସିଂହପୁରରୁ ୨୮, ଯାଜପୁରରୁ ୨୦, ଝାରସୁଗୁଡ଼ାରୁ ୫,କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ଜଣେ, ମାଲକାନଗିରିରୁ ୫, ମୟୂରଭଞ୍ଜରୁ ୧୫, ନୟାଗଡ଼ରୁ ୬, ପୁରୀରୁ ୨୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୦, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୧୩ ଜଣ ଅଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୫୯୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୦,୦୮,୬୭୧ ଜଣ ସୁସ୍ଥ ହୋଇସାରିଛନ୍ତି। ୫,୭୧୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୫୭କୁ ବୃଦ୍ଧି ପାଇଛି। ଏହି ୭ ଜଣଙ୍କ ମଧ୍ୟରେ ଅନୁଗୋଳ, କଟକ, ଯାଜପୁର, ଖୋର୍ଦ୍ଧା, ନବରଙ୍ଗପୁର, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାର ଜଣେ ଲେଖାଏଁ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story