ରାଜ୍ୟରେ ଚିହ୍ନଟ ହେଲେ ୬୪୯ ଆକ୍ରାନ୍ତ, ୧୦୩ କେବଳ ଛୁଆ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୩ ଜଣ ଅଛନ୍ତି।  ୬୪୯ ପଜିଟିଭଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୩୮୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍  ହେଉଛି ୨୬୮ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୯ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୭, ବରଗଡ଼ରୁ ୨, ଭଦ୍ରକରୁ ୬, […]

corona

corona

Niharika Rout
  • Published: Sunday, 12 September 2021
  • Updated: 12 September 2021, 10:14 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୩ ଜଣ ଅଛନ୍ତି।  ୬୪୯ ପଜିଟିଭଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୩୮୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍  ହେଉଛି ୨୬୮ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୫ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୯ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୭, ବରଗଡ଼ରୁ ୨, ଭଦ୍ରକରୁ ୬, ବଲାଙ୍ଗିରରୁ ୫, ବୌଦ୍ଧରୁ ୧, କଟକରୁ ୮୪, ଦେବଗଡ଼ରୁ ୧, ଢେଙ୍କାନାଳରୁ ୨, ଗଜପତିରୁ ୧, ଗଂଜାମରୁ ୫, ଜଗତସିଂହପୁରରୁ ୩୭, ଯାଜପୁରରୁ ୩୦, ଝାରସୁଗୁଡ଼ାରୁ ୬, କଳାହାଣ୍ଡି଼ରୁ ୨, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୨୪, କେନ୍ଦୁଝରରୁ ୯, କୋରାପୁଟରୁ ୫, ମାଲକାନଗିରିରୁ ୧, ମୟୂରଭଂଜରୁ ୩୦, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୬, ନୂଆପଡ଼ାରୁ ୨, ପୁରୀରୁ ୧୭, ରାୟଗଡ଼ାରୁ ୩, ସମ୍ବଲପୁରରୁ ୯, ସୁନ୍ଦରଗଡ଼ରୁ ୨୫ ଓ ଷ୍ଟେଟ୍‌ ପୁଲ୍‌ରୁ ୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୩୬୨କୁ ବୃଦ୍ଧି ପାଇଛି।  ସେମାନଙ୍କ ମଧ୍ୟରୁ ୧୦,୦୧୨୫୪ ସୁସ୍ଥ ହୋଇ ସାରିଥିବା ବେଳେ ୬,୯୫୭ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣଙ୍କ ସଂପର୍କରେ ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆଯାଇଛି।  ଏହାକୁ ମିଶାଇ ରାଜ୍ୟରେ କରୋନାରେ ୮,୦୯୮ ଜଣଙ୍କ ମୃତ୍ୟୁ ଘଟିଛି। ଏହି ୬ କରୋନା ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଓ ପୁରୀରୁ ୨ ଜଣ ଲେଖାଏଁ ହୋଇଥିବା ବେଳେ  କଟକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story