ଅପରାହ୍ଣ ୫ଟା ସୁଦ୍ଧା ରାଜ୍ୟରେ ୬୬ ପ୍ରତିଶତ ମତଦାନ, ୩ ପୋଲିଂ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଶେଷ ହେବାକୁ ଯାଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ମତଦାନ ଏବେଯାଏଁ କିଛି ସ୍ଥାନରେ ଜାରି ରହିଛି। ଏହି ପର୍ଯ୍ୟାୟରେ ଆଜି ରାଜ୍ୟରେ ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୧ଟି ବିଧାନସଭା ଆସନ ପାଇଁ ମତଦାନ ଚାଲିଛି। ରାଜ୍ୟରେ ଦିନ ୫ଟା ୩୦ ସୁଦ୍ଧା ୬୬ ପ୍ରତିଶତ ମତଦାନ ହୋଇଛି। ମୟୂରଭଞ୍ଜ ଜିଲ୍ଲାରେ ୬୬ ପ୍ରତିଶତ, ଯାଜପୁରରେ ୬୫ ପ୍ରତିଶତ ମତଦାନ ହୋଇଛି। କେନ୍ଦ୍ରାପଡ଼ାରେ […]

uyy

uyy

Jitendra Garnayak
  • Published: Monday, 29 April 2019
  • Updated: 29 April 2019, 07:14 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଶେଷ ହେବାକୁ ଯାଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ମତଦାନ ଏବେଯାଏଁ କିଛି ସ୍ଥାନରେ ଜାରି ରହିଛି। ଏହି ପର୍ଯ୍ୟାୟରେ ଆଜି ରାଜ୍ୟରେ ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୧ଟି ବିଧାନସଭା ଆସନ ପାଇଁ ମତଦାନ ଚାଲିଛି।

ରାଜ୍ୟରେ ଦିନ ୫ଟା ୩୦ ସୁଦ୍ଧା ୬୬ ପ୍ରତିଶତ ମତଦାନ ହୋଇଛି। ମୟୂରଭଞ୍ଜ ଜିଲ୍ଲାରେ ୬୬ ପ୍ରତିଶତ, ଯାଜପୁରରେ ୬୫ ପ୍ରତିଶତ ମତଦାନ ହୋଇଛି। କେନ୍ଦ୍ରାପଡ଼ାରେ ୬୫, ଜଗତସିଂହପୁରରେ ୬୪ ପ୍ରତିଶତ, ବାଲେଶ୍ୱର ୬୪ ପ୍ରତିଶତ ଏବଂ ଭଦ୍ରକ ୬୮ ପ୍ରତିଶତ ମତଦାନ ହୋଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଆଜି ସକାଳେ ଭୋଟଗ୍ରହଣ ଆରମ୍ଭ ହେବା ପରେ ସକାଳ ୯ଟା ସୁଦ୍ଧା ୯ ପ୍ରତିଶତ ମତଦାନ ହୋଇଥିବା ବେଳେ ପରବର୍ତ୍ତୀ ସମୟରେ ଦିନ ୧୧ଟା ସୁଦ୍ଧା ୧୭ ପ୍ରତିଶତ, ଦିନ ୧ଟା ସୁଦ୍ଧା ୩୫ ପ୍ରତିଶତ ଓ ଦିନ ୩ଟା ସୁଦ୍ଧା ୫୩ ପ୍ରତିଶତ ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଥିଲା।

ମୁଖ୍ୟ ନିର୍ବାଚନ ଅଧିକାରୀ  ସୂଚନା ଦେଇଛନ୍ତି ଯେ, ବେଆଇନ କାର୍ଯ୍ୟ ପାଇଁ ୩ଜଣ ପୋଲିଂ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି।  ଭୋଟିଂ କମ୍ପାର୍ଟମେଣ୍ଟକୁ ବେଆଇନ ପ୍ରବେଶ ନେଇ ବିଞ୍ଝାରପୁର ୧୯୧ ନଂ. ବୁଥ୍ ପ୍ରିଜାଇଡିଂ ଅଫିସର ବୈକୁଣ୍ଠନାଥ ମଲ୍ଲିକ, ବିଞ୍ଝାରପୁର ୧୩୫ ନମ୍ବର ବୁଥ୍ ପ୍ରିଜାଇଡିଂ ଅଫିସର ଧୀରେନ୍ଦ୍ର ତ୍ରିପାଠୀ ଓ ସୁକିନ୍ଦା ୧୯୬ନଂ ବୁଥ୍ ପୋଲିଂ ଅଫିସର ଜନାର୍ଦ୍ଦନ ପୃଷ୍ଟିଙ୍କୁ ସସ୍ପେଣ୍ଡ କରାଯାଇଛି। ଏହାଛଡ଼ା ରାଜ୍ୟକୁ ବାତ୍ୟା ଭୟ ଥିବାରୁ ଇଭିଏମ ସୁରକ୍ଷା ନେଇ ମଧ୍ୟ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ୧୨ଟି ବୁଥ୍‌ରେ ସାନି ନିର୍ବାଚନ ପାଇଁ ଯେଉଁ ସୁପାରିସ କରାଯାଇଛି, ତାହାକୁ ଆସନ୍ତା ୫ରୁ ୬ ତାରିଖ ଭିତରେ ନ କରିବାକୁ କେନ୍ଦ୍ର ନିର୍ବାଚନ ଆୟୋଗଙ୍କୁ ଅନୁରୋଧ କରାଯାଇଥିବା ସିଇଓ ସୂଚନା ଦେଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story