ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ତୁଳନାରେ ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା କମିଥିଲେ ମଧ୍ୟ ଏବେ ବି ଲୋକଙ୍କୁ ଡରାଉଛି। ଆଜି ରାଜ୍ୟରେ ୬୯୯୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
କଟକରୁ ୫୧୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୭୪, ନୂଆପଡ଼ାରୁ ୪୨୦, ଝାରସୁଗୁଡ଼ାରୁ ୩୯୬, ବରଗଡ଼ରୁ ୩୩୦, ଅନୁଗୁଳରୁ ୩୨୫ ପଜିଟିଭ ଚିହ୍ନଟ ହୋଇଛନ୍ତି।
ସମ୍ବଲପୁରରୁ ୩୨୩, ମୟୂରଭଞ୍ଜରୁ ୩୦୮, କଳାହାଣ୍ଡିରୁ ୨୯୨, ପୁରୀରୁ ୨୮୮, ନବରଙ୍ଗପୁରରୁ ୨୫୫, ବଲାଙ୍ଗିରରୁ ୨୩୬, ଯାଜପୁରରୁ ୨୨୬, , ରାୟଗଡ଼ାରୁ ୧୮୧, କେନ୍ଦୁଝରରୁ ୧୬୦, ସୁବର୍ଣ୍ଣପୁରରୁ ୧୩୧, ଗଞ୍ଜାମରୁ ୧୨୮, ଗଜପତି ଓ ନୟାଗଡ଼ରୁ ୧୨୧ ଲେଖାଏଁ, ବାଲେଶ୍ୱରରୁ ୯୭, ଭଦ୍ରକରୁ ୯୧, କେନ୍ଦ୍ରାପଡ଼ାରୁ ୭୭, ଦେବଗଡ଼ରୁ ୭୪, ବୌଦ୍ଧରୁ ୬୫ ଓ ଷ୍ଟେଟ୍ ପୁଲ୍ରୁ ୧୮୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।