ସମ୍ବଲପୁର(ଓଡ଼ିଶା ରିପୋର୍ଟର): ବୁର୍ଲା ଭିମସାରରେ ୭ କରୋନା ଯୋଦ୍ଧାଙ୍କୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ହସ୍ପିଟାଲର ୩ ଡାକ୍ତର ଓ ୪ ନର୍ସ କରୋନା ସଂକ୍ରମିତ। ୭ କର୍ମଚାରୀ ପଜିଟିଭ ଜଣାପଡ଼ିବା ପରେ ହସ୍ପିଟାଲକୁ ସାନିଟାଇଜ୍ କରାଯାଇଥିବା ସୂଚନା ଦେଲେ ନିର୍ଦ୍ଦେଶକ ପ୍ରଫେସର ଡା. ଲଳିତ ମେହେର।
ସୂଚନାଯୋଗ୍ୟ, କରୋନା ସଂକ୍ରମଣର ଭୟାବହତାକୁ ଦେଖି ଆଜିଠାରୁ ବୁର୍ଲା ବଡ଼ ମେଡିକାଲ OPD ବନ୍ଦ ରହିଛି। ଏହା ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଜାରୀ ରହିବ। ଏହି ସମୟ ମଧ୍ୟ ସମସ୍ତ ଦୈନଦିନ ଅସ୍ତ୍ରୋପଚାର ମଧ୍ୟ ବନ୍ଦ ରହିବ। ତେବେ କାଜୁଆଲଟି ଓ ଜରୁରୀକାଳୀନ ଅସ୍ତ୍ରୋପଚାରକୁ ଅନୁମତି ଦିଆଯାଇଛି। ଏ ନେଇ ଜିଲ୍ଲାପାଳ ଗତକାଲି ବିଜ୍ଞପ୍ତି ପ୍ରକାଶ କରିଥିଲେ।
ସେହିପରି ଭିସୁଟକୁ ମଧ୍ୟ ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।