ଅଟୋ ଓଲଟି ୭ ଆହତ

ଉମରକୋଟ (କାର୍ତ୍ତିକ ମଲ୍ଲିକ): ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଘାଟିରେ ଆଜି ସକାଳେ ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୭ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୪ ଜଣ ଛାତ୍ରଛାତ୍ରୀ ଓ ୩ ଜଣ ଅଭିଭାବକ ଅଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଛାତ୍ରଛାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସମସ୍ତ ଆହତ ଝରିଗାଁ ବ୍ଲକ୍ ଅନ୍ତର୍ଗତ ଶିଉନାଗୁଡ଼ାର ବାସିନ୍ଦା। ଆହତ ଛାତ୍ରଛାତ୍ରୀମାନେ ଆଜି ଏକ […]

medical1

medical1

Jitendra Garnayak
  • Published: Friday, 05 April 2019
  • Updated: 05 April 2019, 10:58 AM IST

Sports

Latest News

ଉମରକୋଟ (କାର୍ତ୍ତିକ ମଲ୍ଲିକ): ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଘାଟିରେ ଆଜି ସକାଳେ ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୭ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୪ ଜଣ ଛାତ୍ରଛାତ୍ରୀ ଓ ୩ ଜଣ ଅଭିଭାବକ ଅଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଛାତ୍ରଛାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସମସ୍ତ ଆହତ ଝରିଗାଁ ବ୍ଲକ୍ ଅନ୍ତର୍ଗତ ଶିଉନାଗୁଡ଼ାର ବାସିନ୍ଦା। ଆହତ ଛାତ୍ରଛାତ୍ରୀମାନେ ଆଜି ଏକ ଏଣ୍ଟ୍ରାନ୍ସ ପରୀକ୍ଷା ଦେବା ପାଇଁ ଚନ୍ଦାହାଣ୍ଡି ବ୍ଲକ୍ ଧଡ଼ିପାଣି ସ୍କୁଲକୁ ଯାଉଥିଲେ। ସେମାନଙ୍କ ସହିତ ତିନି ଜଣ ଅଭିଭାବକ ଥିଲେ।

ଅଟୋଟି ଘାଟି ରାସ୍ତାରେ ଯାଉଥିବାବେଳେ ଡ୍ରାଇଭର ଏହା ଉପରୁ ନିୟନ୍ତ୍ରଣ ହରାଇଥିଲେ। ଫଳରେ ଅଟୋ ଓଲଟି ପଡ଼ିଥିଲା।

ଦୁର୍ଘଟଣା ପରେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ୩ ଜଣ ଛାତ୍ରଛାତ୍ରୀଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ନବରଙ୍ଗପୁର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story