କେନ୍ଦୁଝର(ଚିନ୍ମୟ କୁମାର ସାହୁ): କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଘାଟିରେ ଏକ ନଳକୂପ ଖନନ ପାଇଁ ଆସିଥିବା ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ ଧରମ ଯାଦବ। ତାଙ୍କ ଘର ଛତିଶଗଡ଼ରେ। ଆହତଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଅଗ୍ନିଶମ ବାହିନୀର କର୍ମଚାରୀ ମେସିନ୍ ତଳେ ଚାପି ରହିଥିବା ମୃତକ ଧରମ ଉଦ୍ଧାର କରିଥିଲେ।
ଗତକାଲି ବିଳମ୍ବିତ ରାତିରେ କେନ୍ଦୁଝରରୁ ତେଲକୋଇରୁ ଯିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା।
https://youtu.be/Tj049y9_mB8
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।