ଅଦ୍ୟତନ ହୋଇଛି
44
Advertisment
କେନ୍ଦୁଝର(ଚିନ୍ମୟ କୁମାର ସାହୁ): କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଘାଟିରେ ଏକ ନଳକୂପ ଖନନ ପାଇଁ ଆସିଥିବା ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ ଧରମ ଯାଦବ। ତାଙ୍କ ଘର ଛତିଶଗଡ଼ରେ। ଆହତଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
Advertisment
ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଅଗ୍ନିଶମ ବାହିନୀର କର୍ମଚାରୀ ମେସିନ୍ ତଳେ ଚାପି ରହିଥିବା ମୃତକ ଧରମ ଉଦ୍ଧାର କରିଥିଲେ।
ଗତକାଲି ବିଳମ୍ବିତ ରାତିରେ କେନ୍ଦୁଝରରୁ ତେଲକୋଇରୁ ଯିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2018/12/44.jpg)