ସ୍କୁଲ ପିଲାଙ୍କୁ ନେଇଯାଉଥିବା ଅଟୋକୁ ପିଟିଲା ଟ୍ରକ୍

ରାୟଗଡ଼ା(ମାଉଡି ବାରିକ): ରାୟଗଡା ଜିଲ୍ଲା ମୁନିଗୁଡା ଥାନା ଅନ୍ତର୍ଗତ ହାଟ ଦହିଖାଲ ନିକଟରେ ଆଜି ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଡ୍ରାଇଭର ସମେତ  ୭ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି।  ଆହତମାନଙ୍କୁ ମୁନିଗୁଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁତରମାନଙ୍କୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।। ଆହତଙ୍କ ମଧ୍ୟରେ ୪଼ଜଣ ଛାତ୍ରୀ ଥିବା ବେଳେ ୨ଜଣ […]

student

student

Tapaswini Nayak
  • Published: Saturday, 10 September 2022
  • Updated: 10 September 2022, 01:42 PM IST

Sports

Latest News

ରାୟଗଡ଼ା(ମାଉଡି ବାରିକ): ରାୟଗଡା ଜିଲ୍ଲା ମୁନିଗୁଡା ଥାନା ଅନ୍ତର୍ଗତ ହାଟ ଦହିଖାଲ ନିକଟରେ ଆଜି ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଡ୍ରାଇଭର ସମେତ  ୭ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି।  ଆହତମାନଙ୍କୁ ମୁନିଗୁଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁତରମାନଙ୍କୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।। ଆହତଙ୍କ ମଧ୍ୟରେ ୪଼ଜଣ ଛାତ୍ରୀ ଥିବା ବେଳେ ୨ଜଣ ଛାତ୍ର ଅଛନ୍ତି।

ଆଜି ସକାଳେ ଅଟୋଟି ଅମ୍ବାଦଳାରୁ ୬ଜଣ ଛାତ୍ରଛାତ୍ରୀଙ୍କୁ ନେଇ ମୁନିଗୁଡା ଆଦର୍ଶ ବିଦ୍ୟାଳୟକୁ ଆସୁଥିଲା। ଏହି ସମୟରେ ହାଟଦହିଖାଲ ନିକଟରେ ବିପରୀତ ଦିଗରୁ ଆସୁଥିବା  ଟ୍ରକ୍ ସହ ଅଟୋର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଅଟୋ ଡ୍ରାଇଭର ସମେତ ୭ଜଣ ଛାତ୍ରଛାତ୍ରୀ ଆହତ ହୋଇଥିଲେ। ପୁଲିସ ପହଞ୍ଚି ଆହତ ଛାତ୍ରଛାତ୍ରୀଙ୍କୁ ଡାକ୍ତରଖାନାରେଭର୍ତ୍ତି କରିଥିଲେ। ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା। ପୁଲିସ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story