ଗଞ୍ଜାମ ସ୍ଥିତି ସଙ୍ଗିନ୍‌: ବ୍ରହ୍ମପୁର ସୀମା ସିଲ୍‌, ୭ ଏନ୍‌ଏସି ଶଟ୍‌ଡାଉନ୍‌

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ମହାମାରୀ ‘କରୋନା’ ଦିନକୁ ଦିନ ଭୟଙ୍କର ରୂପ ଧାରଣ କରୁଥିବାରୁ ବ୍ରହ୍ମପୁର ଟାଉନ୍‌କୁ ସିଲ୍‌ କରାଯାଇଛି। ଆଜି ଗଞ୍ଜାମ ଜିଲ୍ଲାର ଛତ୍ରପୁର ସବ୍‌ଡିଭିଜନର ୭ଟି NACକୁ ଶଟ୍‌ଡାଉନ ଘୋଷଣା କରିଛନ୍ତି ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି। ସେହି ୭ ଏନ୍‌ଏସି ହେଲା- ଛତ୍ରପୁର, ଖଲ୍ଲିକୋଟ, ରମ୍ଭା, ପୁରୁଷୋତ୍ତମପୁର, କୋଦଳା, କବିସୂର୍ଯ୍ୟନଗର ଓ ପୋଲସରା। ଆସନ୍ତାକାଲିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ରହିବ। କ୍ରମାଗତ ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖି ପ୍ରଶାସନ ଏପରି […]

ganjam

ganjam

Manoranjan Sial
  • Published: Wednesday, 15 July 2020
  • Updated: 15 July 2020, 06:35 PM IST

Sports

Latest News

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ମହାମାରୀ ‘କରୋନା’ ଦିନକୁ ଦିନ ଭୟଙ୍କର ରୂପ ଧାରଣ କରୁଥିବାରୁ ବ୍ରହ୍ମପୁର ଟାଉନ୍‌କୁ ସିଲ୍‌ କରାଯାଇଛି। ଆଜି ଗଞ୍ଜାମ ଜିଲ୍ଲାର ଛତ୍ରପୁର ସବ୍‌ଡିଭିଜନର ୭ଟି NACକୁ ଶଟ୍‌ଡାଉନ ଘୋଷଣା କରିଛନ୍ତି ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି। ସେହି ୭ ଏନ୍‌ଏସି ହେଲା- ଛତ୍ରପୁର, ଖଲ୍ଲିକୋଟ, ରମ୍ଭା, ପୁରୁଷୋତ୍ତମପୁର, କୋଦଳା, କବିସୂର୍ଯ୍ୟନଗର ଓ ପୋଲସରା। ଆସନ୍ତାକାଲିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ରହିବ। କ୍ରମାଗତ ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖି ପ୍ରଶାସନ ଏପରି ପଦକ୍ଷେପ ନେବାକୁ ବାଧ୍ୟ ହୋଇଛି।

ଗଞ୍ଜାମ ଜିଲ୍ଲାରେ ‘କରୋନା’ ସଂକ୍ରମଣ ମାମଲା ଦ୍ରୁତଗତିରେ ବୃଦ୍ଧି ପାଉଥିବାବେଳେ ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ‘କରୋନା’ ମୁକାବିଲା ପାଇଁ ଆଉ ୫ଜଣ ଓଏଏସ୍ ଅଧିକାରୀ ଓ ୩୨ଜଣ ଓଡ଼ିଶା ରାଜସ୍ୱ ସେବାର ଅଫିସରଙ୍କୁ ନିଯୁକ୍ତି ଦେଇଛନ୍ତି। ୨୦ ତାରିଖ ସୁଦ୍ଧା ଗଞ୍ଜାମ ଜିଲ୍ଲାପାଳଙ୍କୁ ରିପୋର୍ଟ କରିବାକୁ କୁହାଯାଇଛି।

ଆଜି ସୁଦ୍ଧା ଗଞ୍ଜାମ ଜିଲ୍ଲାରେ ‘କରୋନା’ରେ ୪୬୨୧ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୪୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୯୭୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୬୦୧ ଜଣ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୩ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story