ଭୁବନେଶ୍ୱରରୁ ୭ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରୁ  ୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ୭ ଆକ୍ରାନ୍ତ ମଧ୍ୟରୁ ୪ ଜଣ ହୋମ୍ କ୍ୱାରେଣ୍ଟାଇନ୍‌ରେ ଥିଲେ। ଆଉ ୩ ଜଣ ଲୋକାଲ କେସ୍ ବୋଲି ଜଣାପଡ଼ିଛି। ତେବେ ହୋମ୍ କ୍ୱାରେଣ୍ଟାଇନ୍‌ ଥିବା ସମସ୍ତ ୪ ଆକ୍ରାନ୍ତ ରେଲୱେ କର୍ମଚାରୀ। ସେମାନେ ସମସ୍ତେ ଦିଲ୍ଲୀରୁ ଫେରିଥିଲେ। ସମସ୍ତ ଆକ୍ରାନ୍ତ ପୁରୁଷ। ସେମାନଙ୍କ ବୟସ ଯଥାକ୍ରମେ ୩୦,୩୧,୩୪ ଓ ୩୮।  ଲୋକାଲ କେସ୍ […]

corona1

corona1

Jyoshna Pradhan
  • Published: Friday, 19 June 2020
  • Updated: 19 June 2020, 01:27 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରୁ  ୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

୭ ଆକ୍ରାନ୍ତ ମଧ୍ୟରୁ ୪ ଜଣ ହୋମ୍ କ୍ୱାରେଣ୍ଟାଇନ୍‌ରେ ଥିଲେ। ଆଉ ୩ ଜଣ ଲୋକାଲ କେସ୍ ବୋଲି ଜଣାପଡ଼ିଛି। ତେବେ ହୋମ୍ କ୍ୱାରେଣ୍ଟାଇନ୍‌ ଥିବା ସମସ୍ତ ୪ ଆକ୍ରାନ୍ତ ରେଲୱେ କର୍ମଚାରୀ। ସେମାନେ ସମସ୍ତେ ଦିଲ୍ଲୀରୁ ଫେରିଥିଲେ। ସମସ୍ତ ଆକ୍ରାନ୍ତ ପୁରୁଷ। ସେମାନଙ୍କ ବୟସ ଯଥାକ୍ରମେ ୩୦,୩୧,୩୪ ଓ ୩୮।  ଲୋକାଲ କେସ୍ ମଧ୍ୟରୁ ୨ ଜଣ ଡୁମୁଡୁମା ହାଉସିଂ ବୋର୍ଡ କଲୋନୀର ।  ସେମାନଙ୍କ ମଧ୍ୟରୁ ଜଣେ ୪୫ ବର୍ଷୀୟା ମହିଳା ଏବଂ ଅନ୍ୟ ଜଣେ ୧୦ ବର୍ଷର ନାବାଳକ । ଅନ୍ୟ ଜଣେ ଆକ୍ରାନ୍ତ ୩୧ ବର୍ଷୀୟ ମହିଳା ଘରୋଇ ହସ୍ପିଟାଲ କର୍ମଚାରୀ।

ସୂଚନାଯୋଗ୍ୟ, ରାଜ୍ୟର ୧୭ ଜିଲ୍ଲାରୁ ଆଉ ୧୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪୦ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରୁ ଓ ୨୫ ଲୋକାଲ କେସ୍‌ ବୋଲି ଜଣାଯାଇଛି।  ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୬୫ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story