ଭଦ୍ରକ(ତପନ ସ୍ୱାଇଁ) :ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଥିବାବେଳେ ୭ଜଣ ଯୁବତୀକୁ ଉଦ୍ଧାର କଲା ଭଦ୍ରକ ସହରାଞ୍ଚଳ ପୁଲିସ। ଏମାନେ ଦଲାଲ ମାଧ୍ୟମରେ ବେଆଇନ ଭାବେ ପଶ୍ଚିମବଙ୍ଗ ଦିଘା ଅଞ୍ଚଳର ଏସ୍ଏସ୍ ଫୁଡସ୍ ନାମକ ଏକ କମ୍ପାନୀକୁ କାମ କରିବାକୁ ଯାଉଥିଲେ।
ତେବେ କୌଣସି ସୂତ୍ରରୁ ପୁଲିସ ଖବର ପାଇ ଚଢ଼ଉ କରିବା ସହ ଯୁବତୀଙ୍କୁ ଉଦ୍ଧାର କରିଥିଲା। ସେମାନଙ୍କ ଭିତରୁ କିଛି ନାବାଳିକା ଥିବା ପୁଲିସ୍ କହିଛି। ଉଦ୍ଧାର ଯୁବତୀଙ୍କ ଘର ଭଦ୍ରକ ଆରଡ଼ି, ଅସୁରାଳି ଓ ତିହିଡ଼ି ଅଂଚଳର ବୋଲି ଜଣାପଡ଼ିଛି। ପୁଲିସ ସେମାନଙ୍କୁ ଥାନାକୁ ନେଇ ପଚରା ଉଚୁରା କରୁଛି। ଘଟଣାର ଅଧିକ ତଦନ୍ତ ଜାରି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଲୋକସେବକ ମଣ୍ଡଳ ପକ୍ଷରୁ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥି ପାଳିତ, ଯୋଗଦେଲେ ବୈଜୟନ୍ତ
ଲାଲା ଲଜପତ ରାୟଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ ବୈଜୟନ୍ତ ପଣ୍ଡା।
Miscellaneous
ଇଣ୍ଡିଆ ଫୋର୍ବସ ସିଲେକ୍ଟ-୨୦୦ ତାଲିକାରେ ଓଟିଭି
ବିଶ୍ୱର ପ୍ରତିଟି ଓଡ଼ିଆଙ୍କୁ ଭିନ୍ନ ଭିନ୍ନ ପ୍ଲାଟଫର୍ମରେ ଯୋଡ଼ି ପାରିଥିବା ଓଟିଭି ଅନ୍ୟ ସମସାମୟିକଙ୍କଠାରୁ ବହୁ ଆଗରେ। ଓଟିଭିର ପରିଚାଳନା ନିର୍ଦ୍ଦେଶିକା ଜଗି ମଙ୍ଗତ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ବଳିଷ୍ଠ ମାର୍ଗଦର୍ଶନରେ ଏହି ସଫଳତା ହାସଲ କରିଛି ଓଟିଭି।
Crime
ମୁହଁ ଖୋଲିଲେ ଚର୍ଚ୍ଚିତ ବାବାଙ୍କ ବାପା: କହିଲେ- ମୋ ପୁଅ ଠାକୁର ନୁହେଁ
ଭିଡିଓ ବାର୍ତ୍ତା ଜାରି କରି ପଣ୍ଡିତ କାଶୀନାଥ ମିଶ୍ର କହିଛନ୍ତି, ୧୦ ବର୍ଷ ତଳେ ମୋ ପୁଅକୁ ୪ରୁ ୫ ବର୍ଷ ହୋଇଥିଲା। ସେତେବେ ଜଣେ ବନ୍ଧୁଙ୍କ ଘରେ ଜନ୍ମଦିନ ପାଳନ ହୋଇଥିଲା।
Crime
ରାଜଧାନୀରେ ପରିଚୟ ଖୋଜୁଛି ମୃତଦେହ
ଭୁବନେଶ୍ୱର ସତ୍ୟନଗର- ବାଣୀବିହାର ମଧ୍ୟରେ ରେଳ ଧାରଣା କଡ଼ରେ ଏକ ଖଣ୍ଡ ବିଖଣ୍ଡିତ ମୃତଦେହ ପଡ଼ିଥିଲା। ସ୍ଥାନୀୟ ଲୋକେ ମୃତଦେହ ଦେଖି ଜିଆର୍ପିକୁ ଖବର ଦେଇଥିଲେ।
Crime
ମଦ ଦେବାକୁ ମନା କରିବାରୁ ମାଡ଼; ବାର୍ କର୍ମଚାରୀ ଗୁରୁତର
ବାର୍ ବନ୍ଦ ହେଉଥିବାରୁ ମଦ ଦେବାକୁ ମନା କଲେ କର୍ମଚାରୀ। ଏଥିରେ ଉତ୍ତ୍ୟକ୍ତ ହୋଇ ସଂଘବଦ୍ଧ ଭାବେ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ ୪ ଯୁବକ ।