ଜଳେଶ୍ୱର (ଅଜିତ ଦାସ): ବସ୍ରେ ଲାଗିଲା ୧୧ କେଭି ବିଦ୍ୟୁତ୍ ତାର। ତେବେ ଅଳ୍ପକେ ବର୍ତ୍ତିଲେ ୭୦ରୁ ଅଧିକ ଯାତ୍ରୀ। ଏହି ଦୁର୍ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ବାଲିଆପାଳ ଗୋମଟି ଛକ ନିକଟରେ।
ସୂଚନା ଅନୁଯାୟୀ, ଆଜି ସକାଳେ ଏକ ବସ୍ରେ ବାରିପଦାରୁ ଡଗରା ବେଳାଭୂମିକୁ ପିକ୍ନିକ୍ ପାଇଁ ୭୦ରୁ ଅଧିକ ଯାତ୍ରୀ ଯାଉଥିଲେ। ଏହି ସମୟରେ ବାଲିଆପାଳ ଗୋମଟି ଛକ ନିକଟରେ ବସ୍ଟି ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲା। ଫଳରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ପର୍ଯ୍ୟଟକଙ୍କ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ବାଲିଆପାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଅନ୍ୟମାନଙ୍କର କିଛି ହୋଇ ନଥିବା ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।
Crime
ହଣାହଣି ହେଲେ ସରପଞ୍ଚଙ୍କ ସ୍ୱାମୀ ଓ ସମିତି ସଭ୍ୟ; ଉଭୟ ମେଡ଼ିକାଲ୍ରେ
ଇଟାମାଟି ଥାନା ଶରଧାପୁର ପଞ୍ଚାୟତର ବିଜେଡି ସମର୍ଥିତ ସରପଞ୍ଚଙ୍କ ସ୍ୱାମୀ ହେଉଛନ୍ତି ସନ୍ତୋଷ କୁମାର ମୁଦୁଲି। ସେହି ପଞ୍ଚାୟତର ସମିତି ସଭ୍ୟ ସୁଜିତ କୁମାର ପ୍ରଧାନ ହେଉଛନ୍ତି ବିଜେପି ସମର୍ଥିତ। ଉଭୟଙ୍କ ଘର ପାଖାପାଖି।
Accident
ବାଇକ୍କୁ ଧକ୍କା ଦେଲା କାର୍: ଶାଶୁ ମୃତ, ଜ୍ୱାଇଁ ଗୁରୁତର
କୌଣସି ଏକ କାମରେ ରଞ୍ଜ ବିଶ୍ୱାଳ ତାଙ୍କ ଜ୍ୱାଇଁ ସହିତ ମୁକ୍ତାପଶି ଆସିଥିବା ବେଳେ ଘଟିଥିଲା ଦୁର୍ଘଟଣା।