ଜଳିଗଲା ୭୫ ବଖରା ଘର

<p>ଭଦ୍ରକ(ଓଡ଼ିଶା ରିପୋର୍ଟର): ଭଦ୍ରକ ଜିଲ୍ଲା କାଶିମପୁର ପଞ୍ଚାୟତ ଖଡ଼ିମାହାରା ଭାରତୀସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ପ୍ରାୟ ୭୫ ବଖରା ଘର ଜଳି ପାଉଁଶ ହୋଇଯାଇଛି। ନିଆଁରେ୨୮ଟି ପରିବାରର ଲକ୍ଷ ଲକ୍ଷ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। ଏହା ସହ କିଛି ଗୃହପାଳିତ ପଶୁ ମଧ୍ୟ ପୋଡ଼ି ଯାଇଥିବା ଜଣାପଡ଼ିଛି। ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନି। ଖବର ପାଇ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି।</p>

Ordigital Desk
  • Published: Saturday, 20 January 2018
  • Updated: 20 January 2018, 09:28 AM IST

Sports

Latest News

<p>ଭଦ୍ରକ(ଓଡ଼ିଶା ରିପୋର୍ଟର): ଭଦ୍ରକ ଜିଲ୍ଲା କାଶିମପୁର ପଞ୍ଚାୟତ ଖଡ଼ିମାହାରା ଭାରତୀସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ପ୍ରାୟ ୭୫ ବଖରା ଘର ଜଳି ପାଉଁଶ ହୋଇଯାଇଛି। ନିଆଁରେ୨୮ଟି ପରିବାରର ଲକ୍ଷ ଲକ୍ଷ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। ଏହା ସହ କିଛି ଗୃହପାଳିତ ପଶୁ ମଧ୍ୟ ପୋଡ଼ି ଯାଇଥିବା ଜଣାପଡ଼ିଛି। ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନି। ଖବର ପାଇ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos