ରାଜ୍ୟ କ୍ୟାବିନେଟର ନିଷ୍ପତ୍ତି: ଶ୍ରୀମନ୍ଦିର ଚାରିପଟରୁ ୭୫ ମିଟର ପର୍ଯ୍ୟନ୍ତ ଜାଗା ଖାଲି କରାଯିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁରୀ ଶ୍ରୀମନ୍ଦିର ସୁରକ୍ଷା ନେଇ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଜଷ୍ଟିସ ବିପି ଦାସ କମିଶନ ନିଜ ପ୍ରଥମ ଅନ୍ତରୀଣ ରିପୋର୍ଟରେ ଦେଇଥିବା କିଛି ସୁପାରିସକୁ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ହୋଇଛି। ଏହି ପ୍ରସ୍ତାବ ଅନୁସାରେ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ପର୍ଯ୍ୟନ୍ତ ଜାଗା ଖାଲି କରିବାକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ସୁବିଧାକୁ ଦୃଷ୍ଟିରେ ରଖି […]

cabinet

cabinet

Manoranjan Sial
  • Published: Friday, 16 August 2019
  • Updated: 16 August 2019, 07:45 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁରୀ ଶ୍ରୀମନ୍ଦିର ସୁରକ୍ଷା ନେଇ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଜଷ୍ଟିସ ବିପି ଦାସ କମିଶନ ନିଜ ପ୍ରଥମ ଅନ୍ତରୀଣ ରିପୋର୍ଟରେ ଦେଇଥିବା କିଛି ସୁପାରିସକୁ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ହୋଇଛି। ଏହି ପ୍ରସ୍ତାବ ଅନୁସାରେ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ପର୍ଯ୍ୟନ୍ତ ଜାଗା ଖାଲି କରିବାକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ହୋଇଛି।

ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନେବାକୁ ନିଷ୍ପତ୍ତି ହୋଇଛି। ଏଥିପାଇଁ ଆବଶ୍ୟକ ଜମି ଅଧିଗ୍ରହଣ ଓ ସର୍ଭେ କାର୍ଯ୍ୟ ଲାଗି ପୁରୀ ଜିଲ୍ଲାପାଳଙ୍କୁ ଦାୟିତ୍ୱ ଦିଆଯାଇଛି। ସେପଟେ ଏହି ନିଷ୍ପତ୍ତି କାର୍ଯ୍ୟକାରୀ କରିବାକୁ ହେଲେ ଏଥିପାଇଁ କ୍ଷତିଗ୍ରସ୍ତ ଲୋକ ଓ ସଂସ୍ଥାକୁ ଆବଶ୍ୟକ ଥଇଥାନ କରାଯିବା ସହ ଧାର୍ଯ୍ୟ କ୍ଷତିପୂରଣ ମଧ୍ୟ ପ୍ରଦାନ କରାଯିବାକୁ ନିଷ୍ପତ୍ତି ହୋଇଛି।

ସେହିଭଳି ଓଡ଼ିଶା ପୁଲିସ ସର୍ଭିସ ରୁଲ୍ ୨୦୧୩ର ସଂଶୋଧନ, OSRTCର ଆର୍ଥିକ ପୁନରୁଦ୍ଧାର ଓ ଓଡ଼ିଶା ମାରିଟାଇମ ବୋର୍ଡ ଗଠନ ନେଇ ପ୍ରସ୍ତାବିତ ବିଲକୁ ଆଜି କ୍ୟାବିନେଟର ମଞ୍ଜୁରୀ ମିଳିଛି। ବିଲ ବିଧାନସବାରେ ପାସ ହେବା ପରେ ମେରିଟାଇମ୍‌ ବୋର୍ଡ ଗଠନ କରାଯିବ। ମୁଖ୍ୟ ଶାସନ ସଚିବ ଏହାର ମୁଖ୍ୟ ରହିବେ ଓ ଅନ୍ୟ ୧୨ ଜଣ ଏଥିରେ ସଦସ୍ୟ ରହିବେ। ବନ୍ଦରଭିତ୍ତିକ ଶିଳ୍ପର ବିକାଶ ଲାଗି ଏହି ବୋର୍ଡ କାର୍ଯ୍ୟ କରିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story