୩ ଦିନରେ ନାମାଙ୍କନ ପତ୍ର ଦାଖଲ କଲେଣି ୭୫ହଜାର ପ୍ରାର୍ଥୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଂଚାୟତ ନିର୍ବାଚନ ପାଇଁ ସୋମବାରଠୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଆଜିସୁଦ୍ଧା ମୋଟ ୭୪୮୮୬ଜଣ ପ୍ରାର୍ଥୀ ବିଭିନ୍ନ ପଦବୀ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିଥିବା ଜଣାପଡ଼ିଛି। ଆଜି କେବଳ ୫୦ହଜାରରୁ ଅଧିକ ପ୍ରାର୍ଥୀ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ସୋମବାରଠୁ ଆରମ୍ଭ ହୋଇଥିବା ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଶୁକ୍ରବାର ପର୍ଯ୍ୟନ୍ତ ଚାଲିବ । ସୋମବାରଠୁ ବୁଧବାର ପର୍ଯ୍ୟନ୍ତ […]

election

election

Ordigital Desk
  • Published: Wednesday, 19 January 2022
  • Updated: 19 January 2022, 10:03 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଂଚାୟତ ନିର୍ବାଚନ ପାଇଁ ସୋମବାରଠୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଆଜିସୁଦ୍ଧା ମୋଟ ୭୪୮୮୬ଜଣ ପ୍ରାର୍ଥୀ ବିଭିନ୍ନ ପଦବୀ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିଥିବା ଜଣାପଡ଼ିଛି। ଆଜି କେବଳ ୫୦ହଜାରରୁ ଅଧିକ ପ୍ରାର୍ଥୀ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ସୋମବାରଠୁ ଆରମ୍ଭ ହୋଇଥିବା ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଶୁକ୍ରବାର ପର୍ଯ୍ୟନ୍ତ ଚାଲିବ । ସୋମବାରଠୁ ବୁଧବାର ପର୍ଯ୍ୟନ୍ତ ୱାର୍ଡମେମ୍ବର ପଦବୀ ପାଇଁ ଯଥାକ୍ରମେ ୭୧୧୬,୧୦୭୩୪ ଓ ୩୭୨୩୨ଜଣ ନିଜର ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ସରପଂଚ ପଦବୀ ନିମନ୍ତେ ୧୧୨୨, ୧୫୪୬ ଓ ୮୯୪୭ଜଣ, ସମିତି ସଭ୍ୟ ପଦବୀ ନିମନ୍ତେ ଯଥାକ୍ରମେ ୫୧୨, ୧୦୩୪ ଓ ୬୨୦୫ଜଣ ଏବଂ ଜିଲ୍ଲା ପରିଷଦ ସଭ୍ୟ ନିମନ୍ତେ ୨୨,୪୨ ଓ ୪୮୪ଜଣ ଯଥାକ୍ରମେ ସୋମବାରରୁ ବୁଧବାର ମଧ୍ୟରେ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ମାତ୍ର ୨ଟି ଜିଲ୍ଲାକୁ ଛାଡ଼ି ଦେଲେ ଶାସକ ବିଜେଡି ପକ୍ଷରୁ ଆଜି ପ୍ରାୟ ଅଧିକାଂଶ ଜିଲ୍ଲାର ଜିଲ୍ଲା ପରିଷଦ ସଭ୍ୟ ପଦବୀ ନିମନ୍ତେ ପ୍ରାର୍ଥୀ ଚୟନ ଚୂଡ଼ାନ୍ତ ହୋଇ ବିଧାୟକମାନଙ୍କୁ ତାଲିକା ଓ ଦଳୀୟ ଟିକେଟ୍ ହସ୍ତାନ୍ତର କରାଯାଇଛି ।

ଚଳିତଥର ଜିଲ୍ଲା ପରିଷଦ ସଭ୍ୟ ପଦବୀ ନିମନ୍ତେ ବିଜେଡିର ବିଧାୟକ ଓ ପରାଜିତ ବିଧାୟକ ପ୍ରାର୍ଥୀମାନେ ଦେଇଥିବା ତାଲିକା ଆଧାରରେ ଦଳ ପକ୍ଷରୁ ପ୍ରାର୍ଥୀ ଚୟନ କରାଯାଇଛି । ବିଧାୟକମାନେ ପ୍ରତ୍ୟେକ ଜିଲ୍ଲା ପରିଷଦ ସଭ୍ୟ ଆସନ ପାଇଁ ୩ଜଣିଆ ପ୍ରାର୍ଥୀଙ୍କ ନାଁ ସୁପାରିଶ କରିଥିଲେ, ଯାହାକୁ ଦଳ ପକ୍ଷରୁ ଯାଂଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ଚୟନ ହୋଇଥିବା ଜଣାପଡ଼ିଛି ।

ସୂଚନାଯୋଗ୍ୟ,ଚଳିତଥର ତ୍ରିସ୍ତରୀୟ ପଂଚାୟତରେ ମୋଟ ୯୧୯୧୩ଜଣ ୱାର୍ଡମେମ୍ବର, ୬୭୯୪ଜଣ ସରପଂଚ, ୬୭୯୩ଜଣ ପଂଚାୟତ ସମିତି ସଭ୍ୟ ଓ ୮୫୩ଜଣ ଜିଲ୍ଲା ପରିଷଦ ସଭ୍ୟ ପଦ ପାଇଁ ରାଜ୍ୟର ମୋଟ ୨କୋଟି ୭୯ଲକ୍ଷ ୩୫ହଜାର ୫୨୫ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ । ନାମାନଙ୍କ ପତ୍ର ଦାଖଲର ତାରିଖ ଫେବୃୟାରୀ ୧୭ରୁ ୨୧ତାରିଖ ପର୍ଯ୍ୟନ୍ତ ହେବ । ୨୨ତାରିଖରେ ନାମାଙ୍କନ ପତ୍ର ଯାଂଚ, ୨୫ ତାରିଖ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନାମାଙ୍କନ ପତ୍ର ପ୍ରତ୍ୟାହାର କରିହେବ । ସେହି ୨୫ତାରିଖ ସନ୍ଧ୍ୟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story