୭୬ ଆଉଟ୍‌, ୭୯ ଇନ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ରାଜ୍ୟରେ ଆଉ ୭୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ୧୧, ଯାଜପୁରରୁ ୫, ବାଲେଶ୍ୱରରୁ ୧୭, କଟକରୁ ୪, ଭଦ୍ରକରୁ ୨୮, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୨, ବଲାଙ୍ଗିରରୁ ୨ ଓ ପୁରୀରୁ ୭ ଜଣ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ୮୧୨ ଜଣ ସୁସ୍ଥ ହେଲେ।  ସେହିପରି ରାଜ୍ୟରେ ଆଉ ୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। […]

908-1

908-1

Tapas Behera
  • Published: Wednesday, 27 May 2020
  • Updated: 27 May 2020, 04:46 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ରାଜ୍ୟରେ ଆଉ ୭୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ୧୧, ଯାଜପୁରରୁ ୫, ବାଲେଶ୍ୱରରୁ ୧୭, କଟକରୁ ୪, ଭଦ୍ରକରୁ ୨୮, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୨, ବଲାଙ୍ଗିରରୁ ୨ ଓ ପୁରୀରୁ ୭ ଜଣ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ୮୧୨ ଜଣ ସୁସ୍ଥ ହେଲେ।  ସେହିପରି ରାଜ୍ୟରେ ଆଉ ୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩ରେ ପହଞ୍ଚିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story