କଟକରେ କାୟା ମେଲାଉଛି କରୋନା, ଆଉ ୭୪ ଚିହ୍ନଟ

କଟକ:(ଓଡ଼ିଶା ରିପୋର୍ଟର): କଟକ ସହରରେ ଆଉ ୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୬ ଜଣ ସରକାରୀ କ୍ୱାରେଣ୍ଟିନ୍‌ରୁ, ୨୮ଜଣ ହୋମ୍ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି। ସରକାରୀ କ୍ୱାରେଣ୍ଟିନ୍‌ରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୩୮ଜଣଙ୍କ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ଲିଙ୍କ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ସହରରେ ଅର୍ଥାତ୍‌ କଟକ ମହାନଗର ନିଗମ ଅଧୀନରେ ଆସୁଥିବା ଅଞ୍ଚଳରୁ ଏଯାବତ୍‌ ୧୯୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୬ଜଣ ଚିକିତ୍ସାଧୀନ ଥିବାବେଳେ ୨୨ଜଣ […]

corona-updates

corona-updates

Tapas Behera
  • Published: Sunday, 05 July 2020
  • Updated: 06 July 2020, 07:11 AM IST

Sports

Latest News

କଟକ:(ଓଡ଼ିଶା ରିପୋର୍ଟର): କଟକ ସହରରେ ଆଉ ୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୬ ଜଣ ସରକାରୀ କ୍ୱାରେଣ୍ଟିନ୍‌ରୁ, ୨୮ଜଣ ହୋମ୍ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି।

ସରକାରୀ କ୍ୱାରେଣ୍ଟିନ୍‌ରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୩୮ଜଣଙ୍କ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ଲିଙ୍କ ରହିଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ସହରରେ ଅର୍ଥାତ୍‌ କଟକ ମହାନଗର ନିଗମ ଅଧୀନରେ ଆସୁଥିବା ଅଞ୍ଚଳରୁ ଏଯାବତ୍‌ ୧୯୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୬ଜଣ ଚିକିତ୍ସାଧୀନ ଥିବାବେଳେ ୨୨ଜଣ ସୁସ୍ଥ ହୋଇଛନ୍ତି। ୨ଜଣଙ୍କ ମୃତ୍ୟୁ ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos