ଓଡ଼ିଶାରେ କରୋନା ନେଲା ଆଉ ୮ ଜୀବନ, ୧୭୭ରେ ପହଞ୍ଚିଲା ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୮ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। କରୋନା ଯୋଗୁ ଆଖି ବୁଜିଥିବା ୮ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ,  ଗଜପତି, ନୟାଗଡ଼, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖା ଅଛନ୍ତି। ସେମାନଙ୍କ ମଧ୍ୟରେ ୨ ମହିଳା ଥିବା ବେଳେ ୬ […]

corona-2.2

corona-2.2

Niharika Rout
  • Published: Friday, 31 July 2020
  • Updated: 31 July 2020, 11:50 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୮ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

କରୋନା ଯୋଗୁ ଆଖି ବୁଜିଥିବା ୮ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ,  ଗଜପତି, ନୟାଗଡ଼, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖା ଅଛନ୍ତି। ସେମାନଙ୍କ ମଧ୍ୟରେ ୨ ମହିଳା ଥିବା ବେଳେ ୬ ଜଣ ପୁରୁଷ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos