୩ ତାରିଖ ଯାଏ ଲାଗି ରହିବ ବର୍ଷା: ୮ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ଗତକାଲି ସନ୍ଧ୍ୟାରୁ ଲଘୁଚାପ ବର୍ଷା ହେଉଛି। ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ୩ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଆଜି ୮ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସମ୍ବଲପୁର, ଦେବଗଡ଼, ସୁବର୍ଣ୍ଣପୁର, ଅନୁଗୋଳ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଢେଙ୍କାନାଳ । ଏହି ଜିଲ୍ଲାଗୁଡ଼ିକରେ […]

rain

rain

Jitendra Garnayak
  • Published: Monday, 01 July 2019
  • Updated: 01 July 2019, 09:08 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ଗତକାଲି ସନ୍ଧ୍ୟାରୁ ଲଘୁଚାପ ବର୍ଷା ହେଉଛି। ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ୩ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଏଥିପାଇଁ ଆଜି ୮ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସମ୍ବଲପୁର, ଦେବଗଡ଼, ସୁବର୍ଣ୍ଣପୁର, ଅନୁଗୋଳ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଢେଙ୍କାନାଳ । ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏହା ସହିତ ୧୪ଟି ଜିଲ୍ଲାରେ ମଧ୍ୟମରୁ ସାମାନ୍ୟ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story