ଗଛରେ ପିଟି ହୋଇ ରାସ୍ତାକଡ଼କୁ ଓଲଟି ପଡ଼ିଲା ବସ୍‌

କରଞ୍ଜିଆ (ଓଡ଼ିଶା ରିପୋର୍ଟର): ମୟୂରଭଞ୍ଜ ଜିଲ୍ଲା ମହୁଲଡିହା ଥାନା ଅନ୍ତର୍ଗତ ୫୩ନମ୍ବର ରାଜ୍ୟ ରାଜପଥର ଘୁଳଘୁଳିଆ ନିକଟରେ ଆଜି ସକାଳେ ସଡ଼କ ଦୁର୍ଘଟଣା ଘଟିଛି।  ଏକ ଯାତ୍ରୀବାହୀ ବସ୍  ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ରାସ୍ତାକଡ଼ରେ ଓଲଟି ପଡ଼ିବାରୁ ୮ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଯାତ୍ରୀଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ‘ସାଗର’ ନାମକ ଯାତ୍ରୀବାହୀ ବସ୍‌ଟି ଯାତ୍ରୀମାନଙ୍କୁ ନେଇ ଭୁବନେଶ୍ୱରରୁ ଝାରଖଣ୍ଡ କୁମାରଡୁଙ୍ଗି ଅଭିମୁଖେ ଯାଉଥିଲା। ଏହି ସମୟରେ […]

busaccident

busaccident

Tapaswini Nayak
  • Published: Thursday, 17 November 2022
  • Updated: 17 November 2022, 08:30 AM IST

Sports

Latest News

କରଞ୍ଜିଆ (ଓଡ଼ିଶା ରିପୋର୍ଟର): ମୟୂରଭଞ୍ଜ ଜିଲ୍ଲା ମହୁଲଡିହା ଥାନା ଅନ୍ତର୍ଗତ ୫୩ନମ୍ବର ରାଜ୍ୟ ରାଜପଥର ଘୁଳଘୁଳିଆ ନିକଟରେ ଆଜି ସକାଳେ ସଡ଼କ ଦୁର୍ଘଟଣା ଘଟିଛି।  ଏକ ଯାତ୍ରୀବାହୀ ବସ୍  ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ରାସ୍ତାକଡ଼ରେ ଓଲଟି ପଡ଼ିବାରୁ ୮ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଯାତ୍ରୀଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ‘ସାଗର’ ନାମକ ଯାତ୍ରୀବାହୀ ବସ୍‌ଟି ଯାତ୍ରୀମାନଙ୍କୁ ନେଇ ଭୁବନେଶ୍ୱରରୁ ଝାରଖଣ୍ଡ କୁମାରଡୁଙ୍ଗି ଅଭିମୁଖେ ଯାଉଥିଲା। ଏହି ସମୟରେ ଘୁଳଘୁଳିଆ ନିକଟରେ  ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୮ଜଣ ଯାତ୍ରୀ ଆହତ ହୋଇଥିଲେ।  ପୁଲିସ ଓ ସ୍ଥାନୀୟ ଲୋକେ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ  ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ବସ୍‌ରେ ୪୦ ଜଣ ଯାତ୍ରୀ ଥିଲେ। ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story