୮ ବର୍ଷର ବାଳକ କରୋନାରେ ଆକ୍ରାନ୍ତ

ଖୋର୍ଦ୍ଧା (ବଳରାମ ଲେଙ୍କା): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଥିବା ବେଳେ ନୂତନ ଭାବେ ଚିହ୍ନଟ ହୋଇଛନ୍ତି ୬୫ ଜଣ। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ୩ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୮ ବର୍ଷର ବାଳକ ଥିବା ଜଣାଯାଇଛି। ଆକ୍ରାନ୍ତ ବାଳକ ବାଣପୁର କୁମାରଙ୍ଗ ପଞ୍ଚାୟତ କେଶପୁର ଗାଁର। ସେ ନିଜ ଘରେ ରହୁଥିଲେ। ତେବେ ସେ କାହା ସଂସ୍ପର୍ଶରେ ଆସି ଆକ୍ରାନ୍ତ ହୋଇଛନ୍ତି, ସେନେଇ ଖୋଳତାଡ଼ ଚାଲିଛି। ସେହିଭଳି ବାଣପୁରରେ ଜଣେ ସୁରତ […]

coronavirus

coronavirus

Niharika Rout
  • Published: Saturday, 16 May 2020
  • Updated: 16 May 2020, 11:46 AM IST

Sports

Latest News

ଖୋର୍ଦ୍ଧା (ବଳରାମ ଲେଙ୍କା): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଥିବା ବେଳେ ନୂତନ ଭାବେ ଚିହ୍ନଟ ହୋଇଛନ୍ତି ୬୫ ଜଣ। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ୩ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୮ ବର୍ଷର ବାଳକ ଥିବା ଜଣାଯାଇଛି।

ଆକ୍ରାନ୍ତ ବାଳକ ବାଣପୁର କୁମାରଙ୍ଗ ପଞ୍ଚାୟତ କେଶପୁର ଗାଁର। ସେ ନିଜ ଘରେ ରହୁଥିଲେ। ତେବେ ସେ କାହା ସଂସ୍ପର୍ଶରେ ଆସି ଆକ୍ରାନ୍ତ ହୋଇଛନ୍ତି, ସେନେଇ ଖୋଳତାଡ଼ ଚାଲିଛି।

ସେହିଭଳି ବାଣପୁରରେ ଜଣେ ସୁରତ ଫେରନ୍ତା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଜିଲ୍ଲାର ତୃତୀୟ ପଜିଟିଭ୍ ପୌରାଞ୍ଚଳର ନବୀନାବାଗ୍ ଅଞ୍ଚଳର। ନବୀନାବାଗ୍ ଆକ୍ରାନ୍ତ କୋଲକାତା ଫେରନ୍ତା ହୋଇଥିବା ବେଳେ ସେ ହୋମ୍ କ୍ୱାରେଣ୍ଟାଇନ୍‌ରେ ଥିଲେ।

ଖୋର୍ଦ୍ଧାରେ ୩ ପଜିଟିଭ ଚିହ୍ନଟ ପରେ ଜିଲ୍ଲାର ୨ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ବାଣପୁରର କେଶପୁର ଗାଁ ଓ ଖୋର୍ଦ୍ଧା ପୌରାଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। କଣ୍ଟେନମେଣ୍ଟ ଘୋଷଣା ସହ କେଶପୁର ଗାଁରେ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଯାଇଥିବା ସୂଚନା ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ସୀତାଂଶୁ ରାଉତ।

ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲ୍ଲାରେ ୫୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ ସୁସ୍ଥ ହୋଇସାରିଥିବା ବେଳେ ୯ ଜଣ ଚିକିତ୍ସାଧୀନ ଅଛନ୍ତି। ୨ ଜଣଙ୍କର ମୃତ୍ୟୁ ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story