୮୦ ଗ୍ରାମ ବ୍ରାଉନ ସୁଗାର ଜବତ

କଟକ(ଓଡ଼ିଶା ରିପୋର୍ଟର): କଟକ ମାଛୁଆ ବଜାରରେ ଚଢାଉ କରି ୮୦ ଗ୍ରାମ ଓଜନର ବ୍ରାଉନ ସୁଗାର ଜବତ କରିଛି ଅବକାରୀ ବିଭାଗର ଫ୍ଲାଇଂ ସ୍କ୍ୱାଡ୍। ଜବତ ବ୍ରାଉନସୁଗାରର ମୂଲ୍ୟ ୮ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି। ଏହାସହ ପ୍ରାୟ ୫ କିଲୋଗ୍ରାମ ଓଜନର ଗଞ୍ଜେଇ ଜବତ ହୋଇଛି। ଘଟଣାରେ ମନୋଜ କାହାଳି ଏବଂ ଦିଲ୍ଲୀପ କାହାଳି ନାମକ ଦୁଇ ଯୁବକଙ୍କୁ ପୋଲିସ ଗିରଫ କରିଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।