ରେକର୍ଡ ସଂଖ୍ୟକ ‘କରୋନା’ ଆକ୍ରାନ୍ତ ସୁସ୍ଥ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରେକର୍ଡ ସଂଖ୍ୟା ୮୦୮ ‘କରୋନା’ ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୫୨୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 35 from Cuttack 30 from Malkangiri 22 from Gajapati 19 from Balasore 19 from Khurdha 18 from Baragarh 18 from Bhadrak 8 from Boudh 7 each […]

corona1

corona1

Manoranjan Sial
  • Published: Friday, 24 July 2020
  • Updated: 24 July 2020, 06:55 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରେକର୍ଡ ସଂଖ୍ୟା ୮୦୮ ‘କରୋନା’ ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୫୨୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1286647185799438336?s=20

ଆଜି ସୁସ୍ଥ ହୋଇଥିବା ୮୦୮ ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୩୦ ଜଣ ଅଛନ୍ତି। ସେହିପରି ରାୟଗଡ଼ାରୁ ୬୧, କଟକରୁ ୩୫, ମାଲକାନଗିରିରୁ ୩୦, ଗଜପତିରୁ ୨୨, ବାଲେଶ୍ୱରରୁ ୧୯, ଖୋର୍ଦ୍ଧାରୁ ୧୯, ବରଗଡ଼ରୁ ୮, ଭଦ୍ରକରୁ ୧୮, ବୌଦ୍ଧରୁ ୮, ଝାରସୁଗୁଡ଼ାରୁ ୭, ଜଗତସିଂହପୁରରୁ ୭, କେନ୍ଦ୍ରାପଡ଼ାରୁ ୭, କେନ୍ଦୁଝରରୁ ୭, ସମ୍ୱଲପୁରରୁ ୫, ନବରଙ୍ଗପୁରରୁ ୪, ସୁନ୍ଦରଗଡ଼ରୁ ୩, ଅନୁଗୋଳରୁ ୨, ଯାଜପୁରରୁ ୨, ପୁରୀରୁ ୨, କୋରାପୁଟରୁ ଜଣେ ଓ ନୟାଗଡ଼ାରୁ ଜଣେ ଆରୋଗ୍ୟ ହୋଇଛନ୍ତି।

ଆଜି ସୁଦ୍ଧା ରାଜ୍ୟରେ ୨୨୬୯୩ ଜଣ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୧୨୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫୨୦୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୭୪୯୩ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୩୩ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story