କଟକ (ଦେବାଶିଷ ମହାନ୍ତି): କଟକ ବାଦାମବାଡ଼ି ଥାନା ନିକଟରୁ କମିଶନରେଟ୍ ପୁଲିସ୍ ୮୧ ଲକ୍ଷ ଟଙ୍କା ଜବତ କରିଛି। ଏଥିସହ ଦୁଇ ଜଣ ସନ୍ଦିଗ୍ଧ ଯୁବକଙ୍କୁ ଅଟକ ରଖିଛି। ଏହି ଦୁଇ ଯୁବକ ପଶ୍ଚିମବଙ୍ଗ ମେଦିନାପୁର ଜିଲ୍ଲାର ସୁନା ବ୍ୟବସାୟୀ ବୋଲି ପରିଚୟ ଦେଇଛନ୍ତି।
ଗତକାଲି ବିଳମ୍ୱିତ ରାତିରେ ଏହି ଦୁଇ ଯୁବକ ବ୍ୟାଗ୍ରେ ଟଙ୍କା ନେଇ ଯାଉଥିବା ବେଳେ ସନ୍ଦେହ ହେବାରୁ ପୁଲିସ୍ ସେମାନଙ୍କୁ ଅଟକାଇ ଥିଲା। ସେମାନଙ୍କ ବ୍ୟାଗ୍ ଯାଞ୍ଚ କଲା ବେଳେ ସେଥିରେ ଏତେ ପରିମାଣରେ ଟଙ୍କା ଥିବା ଦେଖିବାକୁ ମିଳିଥିଲା। ଏହା ସେମାନଙ୍କ ବ୍ୟବସାୟ ଟଙ୍କା ବୋଲି ଦୁଇ ଯୁବକ କହିଛନ୍ତି।
ଏନେଇ ପୁଲିସ୍ ଆୟକର ବିଭାଗକୁ ଅବଗତ କରାଇଛି। ଆୟକର ବିଭାଗ ଘଟଣାର ତଦନ୍ତ କରିବ ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।