ରାଜ୍ୟରେ ୮ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରେ ସର୍ବାଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮,୨୧୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪,୬୮୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩,୫୩୨ଟି ହେଉଛି ଲୋକାଲ୍ କେସ୍‌। ସେହିପରି ରାଜ୍ୟରେ ଆଉ ୧୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ୮,୨୧୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୨୭୧ ଜଣ ଅଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୬୩୬ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୪୭, ପୁରୀରୁ ୪୦୨, ଅନୁଗୋଳରୁ ୩୯୪, […]

Corona

Corona

Jitendra Garnayak
  • Published: Tuesday, 04 May 2021
  • Updated: 04 May 2021, 08:56 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮,୨୧୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪,୬୮୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩,୫୩୨ଟି ହେଉଛି ଲୋକାଲ୍ କେସ୍‌। ସେହିପରି ରାଜ୍ୟରେ ଆଉ ୧୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

୮,୨୧୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୨୭୧ ଜଣ ଅଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୬୩୬ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୪୭, ପୁରୀରୁ ୪୦୨, ଅନୁଗୋଳରୁ ୩୯୪, ସମ୍ବଲପୁରରୁ ୩୮୫, ବରଗଡ଼ରୁ ୩୭୫, ଯାଜପୁରରୁ ୩୪୭, ନବରଙ୍ଗପୁରରୁ ୩୧୯, ଝାରସୁଗୁଡ଼ାରୁ ୩୧୬, ବଲାଙ୍ଗିରରୁ ୩୦୫, ବାଲେଶ୍ୱରରୁ ୩୦୨, ନୂଆପଡ଼ାରୁ ୨୬୧, ନୟାଗଡ଼ରୁ ୨୫୦, ସୁବର୍ଣ୍ଣପୁରରୁ ୨୪୮, କଳାହାଣ୍ଡିରୁ ୨୩୮ ଓ ରାୟଗଡ଼ାରୁ ୨୩୨ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ମୟୂରଭଞ୍ଜ ଜିଲ୍ଲାରୁ ୧୯୦ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧୩୩, କେନ୍ଦୁଝରରୁ ୧୨୯, ଗଜପତିରୁ ୧୨୧, ଜଗତସିଂହପୁରରୁ ୧୦୬, ବୌଦ୍ଧ ଓ ଦେବଗଡ଼ରୁ ୯୮ ଲେଖାଏଁ, କେନ୍ଦ୍ରାପଡ଼ାରୁ ୮୭, କନ୍ଧମାଳରୁ ୭୭, ଗଞ୍ଜାମରୁ ୬୯, ଭଦ୍ରକରୁ ୬୩, ଢେଙ୍କାନାଳରୁ ୪୭ ଓ ମାଲକାନଗିରିରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୨୩୮ ଜଣ ଚିହ୍ନଟ ହୋଇଛନ୍ତି।

୮,୨୧୬ଟି ନୂଆ ମାମଲା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୭୯,୭୫୨ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୪,୦୪,୦୬୩ ଜଣ ସୁସ୍ଥ ହୋଇସାରିଛନ୍ତି। ୭୩,୫୪୮ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୧୫ ଜଣଙ୍କ ମୃତ୍ୟୁ ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୦୮୮କୁ ବୃଦ୍ଧି ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story