ସୁନ୍ଦରଗଡ ଜିଲ୍ଲାରୁ ୮୩ ଆକ୍ରାନ୍ତ ଚିହ୍ନଟ; ୭ କୋଭିଡ ଯୋଦ୍ଧା

ରାଉରକେଲା(ପବନ ତିୱାରୀ):  ରାଜ୍ୟରେ ନୂଆ ୫୭୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ କେବଳ ସୁନ୍ଦରଗଡ ଜିଲ୍ଲାରୁ ୮୩ଜଣ ଚିହ୍ନଟ ହୋଇଛନ୍ତି। ଫଳରେ ସୁନ୍ଦରଗଡ଼ ଜିଲ୍ଲାରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୫୫୪ରେ ପହଞ୍ଚିଲାଣି । at BPUT, 4 are COVID warriors at BPUT, 3 pregnant woman (vulnerable people testing), 2 are local contacts. pic.twitter.com/1Tk5NJymS3 — District Sundargarh (@DMSundargarh) July 9, 2020 ଜିଲ୍ଲାରୁ ଚିହ୍ନଟ ୮୩  […]

corona-3.8

corona-3.8

Niharika Rout
  • Published: Thursday, 09 July 2020
  • Updated: 09 July 2020, 01:25 PM IST

Sports

Latest News

ରାଉରକେଲା(ପବନ ତିୱାରୀ):  ରାଜ୍ୟରେ ନୂଆ ୫୭୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ କେବଳ ସୁନ୍ଦରଗଡ ଜିଲ୍ଲାରୁ ୮୩ଜଣ ଚିହ୍ନଟ ହୋଇଛନ୍ତି। ଫଳରେ ସୁନ୍ଦରଗଡ଼ ଜିଲ୍ଲାରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୫୫୪ରେ ପହଞ୍ଚିଲାଣି ।

ଜିଲ୍ଲାରୁ ଚିହ୍ନଟ ୮୩  ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କୋଭିଡ ଯୋଦ୍ଧା ରହିଛନ୍ତି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ଭୁବନେଶ୍ୱରସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଟିଏମସିରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଅନ୍ୟ ରାଜ୍ୟରୁ ରାଉରକେଲା ଫେରନ୍ତାଙ୍କ ମଧ୍ୟରୁ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ୨୨ଜଣ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ସେହିପରି ୩ଜଣ ହୋମ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ସେମାନଙ୍କ ମଧ୍ୟରେ ଜଣେ ଗର୍ଭବତୀ ମହିଳା ଅଛନ୍ତି।  ଏହି ୩ ଜଣଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ନଥିବା ସୂଚନା ମିଳିଛି

ସୁନ୍ଦରଗଡ଼ ଜିଲ୍ଲାର ୫୫୪ ଆକ୍ରାନ୍ତଙ୍କ ମଧ୍ୟରୁ ୩୬୮ ଆକ୍ଟିଭ କେସ୍‌ ଥିବା ବେଳେ ୧୮୫ ଜଣ ସୁସ୍ଥ ହୋଇ ସାରିଲେଣି। କରୋନା ଯୋଗୁ ଜିଲ୍ଲାରେ ଜଣଙ୍କ ମୃତ୍ୟୁ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story